ETV Bharat / city

ଘନକୁହୁଡି ନେଇ ସତର୍କ ସୂଚନା - meteorological deptartment

ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡି ହେବା ନେଇ ସମ୍ଭାବନା ରହିଛି । ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ଘନ କୁହୁଡି ନେଇ ସତର୍କ ସୂଚନା
ଘନ କୁହୁଡି ନେଇ ସତର୍କ ସୂଚନା
author img

By

Published : Jan 30, 2020, 8:13 PM IST

ଭୁବନେଶ୍ବର: ଉତ୍ତର ଦକ୍ଷିଣରେ ଏକ ଟ୍ରପ ଲାଇନ ପଶ୍ଚିମବଙ୍ଗର ସାବରୀମାଳା ଠାରୁ ଆଭ୍ୟନ୍ତରୀଣ ଓଡିଶା ଉପର ଦେଇ ଉପକୂଳ ଆନ୍ଧ୍ରପ୍ରଦେଶ ପର୍ଯ୍ୟନ୍ତ ରହିଛି । ଏହାର ପ୍ରଭାବରେ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ପୁରୀ, ଗଞ୍ଜାମ, କେନ୍ଦ୍ରାପଡା, ଜଗତସିଂହପୁର ଏବଂ କନ୍ଧମାଳ ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହାର ସୂଚନା ଦେଇଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର।

ଘନ କୁହୁଡି ନେଇ ସତର୍କ ସୂଚନା

ସେହିପରି ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, କନ୍ଧମାଳ, କଳାହାଣ୍ଡି, ଭଦ୍ରକ, ବଲାଙ୍ଗୀର, ଯାଜପୁର ଏବଂ ସୋନପୁର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡି ହେବା ନେଇ ସମ୍ଭାବନା ରହିଛି । ଆସନ୍ତା ଦିନେ ଦୁଇ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୩ ରୁ ୫ ଡିଗ୍ରୀ ହ୍ରାସ ପାଇବ ଏବଂ ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ୨ ରୁ ୩ ଡିଗ୍ରୀ ତାପମାତ୍ରା କମିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗର ଡ୍ୟୁଟି ଅଫିସର ସୁଧାକର ମଲ୍ଲିକ ସୂଚନା ଦେଇଛନ୍ତି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

Intro:ପାଣିପାଗ ସୂଚନା।

Body:ଉତ୍ତର ଦକ୍ଷିଣରେ ଏକ ଟ୍ରଫ ଲାଇନ ପଶ୍ଚିମବଙ୍ଗର ସାବରୀମାଳା ଠାରୁ ଆଭ୍ୟନ୍ତରୀଣ ଓଡିଶା ଉପର ଦେଇ ଉପକୂଳ ଆନ୍ଧ୍ରପ୍ରଦେଶ ପର୍ଯ୍ୟନ୍ତ ରହିଛି ,ଏହାର ପ୍ରଭାବରେ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ,ପୁରୀ,ଗଞ୍ଜାମ, କେନ୍ଦ୍ରାପଡା, ଜଗତସିଂହପୁର ଏବଂ କନ୍ଧମାଳ ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର।ସେହିପରି ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ,କନ୍ଧମାଳ, କଳାହାଣ୍ଡି, ଭଦ୍ରକ,ବଲାଙ୍ଗୀର, ଯାଜପୁର ଏବଂ ସୋନପୁର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡି ହେବା ନେଇ ସମ୍ଭାବନା ରହିଛି।

ଆସନ୍ତା ଦିନେ ଦୁଇ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୩ ରୁ ୫ ଡିଗ୍ରୀ ହ୍ରାସ ପାଇବ ଏବଂ ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ୨ ରୁ ୩ ଡିଗ୍ରୀ ତାପମାତ୍ରା କମିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗର ଡିଉଟି ଅଫିସର ସୁଧାକର ମଲ୍ଲିକ ସୂଚନା ଦେଇଛନ୍ତି।

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.