ଭୁବନେଶ୍ବର: ପୁଣି ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ 23 ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଏହାର ପ୍ରଭାବରେ ଆସନ୍ତା ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ