ETV Bharat / city

୨୪ ଘଣ୍ଟାରେ ଉପକୂଳ-ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା

author img

By

Published : Sep 23, 2019, 10:39 PM IST

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା  ଘୁର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସୋମବାର   ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରରୁ ସୂଚନା ମିଳିଛି ।

ଫଟୋ ସୌଜନ୍ୟ:ସମ୍ବାଦଦାତା,ଭୁବନେଶ୍ବର

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସୋମବାର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରରୁ ସୂଚନା ମିଳିଛି ।

ଭିଡିଓ ସୌଜନ୍ୟ:ସମ୍ବାଦଦାତା,ଭୁବନେଶ୍ବର

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ କେନ୍ଦ୍ରାପଡା, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, ଭଦ୍ରକ ଏବଂ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ 2୪ ଘଣ୍ଟା ପରେ ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ ଏବଂ ଢେଙ୍କାନାଳ ଜିଲ୍ଲାରେ ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦେଶକ ହବିବୁର ରେହମାନ ବିଶ୍ବାସ ସୂଚନା ଦେଇଛନ୍ତି।

ତେବେ ଚଳିତ ବର୍ଷ ରାଜ୍ୟରେ ମୌସୁମୀ ବର୍ଷା ସ୍ବଭାବିକ ହୋଇଛି। ବାଲେଶ୍ବର ଜିଲ୍ଲାରେ ନିଆଣ୍ଟିଆ ବର୍ଷା ହୋଇଛି। ଗତ ୨୪ ଘଣ୍ଟା ଭିତରେ ଭଦ୍ରକ ଜିଲ୍ଲାରେ ସର୍ବାଧିକ ୬୩.୦ମିମି ବର୍ଷା ରେକର୍ଡ କରାଯାଇଛି। ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ କୌଣସି ବାରଣ କରାଯାଇନାହିଁ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରରୁ ସୂଚନା ଦିଆଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Intro:ପଣିପାଗ ସୂଚନା।

Body:ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଏବଂ ଉତ୍ତର ଓଡିଶାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ।କେନ୍ଦ୍ରାପଡା, ପୁରୀ,ଜଗତସିଂହପୁର, ଖୋର୍ଦ୍ଧା, ଭଦ୍ରକ ଏବଂ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପଣିପାଗ ବିଜ୍ଞାନ କେନ୍ଦ୍ର।୨୪ ଘଣ୍ଟା ପରେ ମୟୁରଭଞ୍ଜ, କେନ୍ଦୁଝର,ଯାଜପୁର, ଭଦ୍ରକ ଏବଂ ଢେଙ୍କାନାଳ ଜିଲ୍ଲାରେ ଘଡି ଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ର ନିର୍ଦେଶକ କହିଛନ୍ତି।ଭୁବନେଶ୍ୱର ,କଟକ ରେ ବିଜୁଳି ଘଡଘଡି ସହ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ।ଚଳିତ ବର୍ଷ ରାଜ୍ୟରେ ମୌସୁମୀ ବର୍ଷା ସ୍ୱାଭାବିକ ହୋଇଛି।ବାଲେଶ୍ୱର ଜିଲ୍ଲାରେ ନିଆଣ୍ଟିଆ ବର୍ଷା ହୋଇଛି।ଗତ ୨୪ ଘଣ୍ଟା ଭିତରେ ଭଦ୍ରକ ଜିଲ୍ଲାରେ ସର୍ବାଧିକ ୬୩.୦ମିମି ବର୍ଷା ରେକର୍ଡ କରାଯାଇଛି।ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ କୌଣସି ବାରଣ କରାଯାଇନାହିଁ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦେଶକ ହବିବୁର ରେହମାନ ବିଶ୍ୱାସ କହିଛନ୍ତି।

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.