ETV Bharat / city

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ: ସବୁ ଜିଲ୍ଲାକୁ ଏସଆରସିଙ୍କ ଚିଠି - ସବୁ ଜିଲ୍ଲାକୁ ଏସଆରସିଙ୍କ ଚିଠି

ଆସନ୍ତା 23 ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି । ବର୍ତ୍ତମାନର ଲଘୁଚାପ ଆସନ୍ତା 24 ଘଣ୍ଟାରେ ଅବପାତର ରୂପ ନେବାକୁ ଯାଉଥିବାବେଳେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି ।

heavy rainfall alert in odisha by SRC
ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ: ସବୁ ଜିଲ୍ଲାକୁ ଏସଆରସିଙ୍କ ଚିଠି
author img

By

Published : Aug 19, 2020, 4:53 PM IST

Updated : Aug 19, 2020, 7:24 PM IST

ଭୁବନେଶ୍ବର : ଆସନ୍ତା 23 ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି । ବର୍ତ୍ତମାନର ଲଘୁଚାପ ଆସନ୍ତା 24 ଘଣ୍ଟାରେ ଅବପାତର ରୂପ ନେବାକୁ ଯାଉଥିବାବେଳେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି । ଫଳରେ ଉତ୍ତର ଓଡ଼ିଶାର ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ମୟୂରଭଞ୍ଜ, ଢେଙ୍କାନାଳ, ବୌଦ୍ଧ, କଟକ, ଅନୁଗୁଳ, ଜଗତସିଂହପୁର ଜିଲ୍ଲାକୁ ରେଡ୍ ଆଲର୍ଟ କରାଯାଇଛି ।

heavy rainfall alert in odisha by SRC
ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ: ସବୁ ଜିଲ୍ଲାକୁ ଏସଆରସିଙ୍କ ଚିଠି
heavy rainfall alert in odisha by SRC
ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ: ସବୁ ଜିଲ୍ଲାକୁ ଏସଆରସିଙ୍କ ଚିଠି

ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ପୁରୀ, ଖୋର୍ଦ୍ଧା, କୋରାପୁଟ, କେନ୍ଦୁଝର, ସମ୍ବଲପୁର, କନ୍ଧମାଳ, କଳାହାଣ୍ଡି, ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି । ଅର୍ଥାତ ଏହିସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେଇପାରେ । ଏହି ଦୃଷ୍ଟିରୁ ସବୁ ଜିଲ୍ଲାପାଳଙ୍କ ନିକଟକୁ ଚିଠି ଲେଖିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ।

ତଳିଆ ଅଞ୍ଚଳ ଜଳମଗ୍ନ ହେଇପାରେ । ଦୁର୍ବଳ ନଦୀବନ୍ଧ ଉପରେ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ କୁହାଯାଇଛି । ସତର୍କତା ଅବଲମ୍ବନ କରି ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଛି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

Last Updated : Aug 19, 2020, 7:24 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.