ETV Bharat / city

4 ଦିନ ପ୍ରବଳ ବର୍ଷିବ! ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ

ଆସନ୍ତା ୨୪ ଘଣ୍ଟା (ରବିବାର ) ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଅନୁଗୋଳ, ଗଜପତି, ରାୟଗଡା, ବୌଦ୍ଧ, ପୁରୀ,ଖୋର୍ଦ୍ଧା, ନୟାଗଡ଼, ପୁରୀ,ବଲାଙ୍ଗୀର, କଟକ,ଜଗତସିଂହପୁର, କେନ୍ଦ୍ରାପଡା, ଢେଙ୍କାନାଳ ଓ ସୋନପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅଧିକ ପଢନ୍ତୁ..

4 ଦିନ  ପ୍ରବଳ ବର୍ଷିବ!  ମତ୍ସ୍ୟଜୀବିଙ୍କୁ ସମୁଦ୍ର ବାରଣ

author img

By

Published : Oct 3, 2020, 10:15 PM IST

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ଆଗାମୀ 4 ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଗତକାଲି (ଶୁକ୍ରବାର) ଲଘୁଚାପ ଏବେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏହାର ସଂଲଗ୍ନ ଉପକୂଳ ଓଡ଼ିଶା ମଧ୍ୟରେ ଲଘୁଚାପ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

4 ଦିନ ପ୍ରବଳ ବର୍ଷିବ! ମତ୍ସ୍ୟଜୀବିଙ୍କୁ ସମୁଦ୍ର ବାରଣ

ଆସନ୍ତା ୨୪ ଘଣ୍ଟା (ରବିବାର ) ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଅନୁଗୋଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ଗଜପତି, ରାୟଗଡା, ବୌଦ୍ଧ, ପୁରୀ,ଖୋର୍ଦ୍ଧା, ନୟାଗଡ଼, ପୁରୀ,ବଲାଙ୍ଗୀର, କଟକ,ଜଗତସିଂହପୁର, କେନ୍ଦ୍ରାପଡା, ଢେଙ୍କାନାଳ ଓ ସୋନପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଭୁବନେଶ୍ବର ଓ କଟକରେ ଆକାଶ ମେଘାଚ୍ଛନ୍ନ ରହିବା ସହ ପ୍ରବଳ ବର୍ଷା ନେଇ ୱାର୍ନିଙ୍ଗ ଜାରି କରାଯାଇଛି । ସେହିପରି ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଗତକାଲି ରାଜ୍ୟରେ ପ୍ରାୟ ସବୁ ଅଞ୍ଚଳରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି ।

ବାଲେଶ୍ବର ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ ହୋଇଛି । ରେମୁଣାରେ ସର୍ବାଧିକ ୯୭.୦ ମିମି ବର୍ଷା ରେକର୍ଡ କରାଯାଇଛି । ନୀଳଗିରି ରେ ୮୫.୦ ମିମି,ବାଲେଶ୍ବରରେ ୮୪.୪ ମିମି ବର୍ଷା ରେକର୍ଡ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.