ETV Bharat / city

ଅଗଷ୍ଟ ପ୍ରଥମ ସପ୍ତାହରେ ରାଜ୍ୟରେ ବଢିବ ବର୍ଷା ପରିମାଣ

author img

By

Published : Jul 30, 2020, 9:15 PM IST

ଅଗଷ୍ଟ 2 ତାରିଖରେ ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ଗୋଟିଏ ରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ  ଜାରି କରଯାଇଛି। ସେହିପରି ଅଗଷ୍ଟ ପହିଲା ଶନିବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୁରଭଞ୍ଜ, ଏବଂ ଢେଙ୍କାନାଳ ଜିଲ୍ଲାରେରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଅଗଷ୍ଟ ପ୍ରଥମ ସପ୍ତାହରେ ରାଜ୍ୟରେ ବଢିବ ବର୍ଷା ପରିମାଣ
ଅଗଷ୍ଟ ପ୍ରଥମ ସପ୍ତାହରେ ରାଜ୍ୟରେ ବଢିବ ବର୍ଷା ପରିମାଣ

ଭୁବନେଶ୍ବର: ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ଅଗଷ୍ଟ 2 ତାରିଖରେ ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ଗୋଟିଏ ରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରଯାଇଛି। ସେହିପରି ଅଗଷ୍ଟ ପହିଲାରେ ଶନିବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୁରଭଞ୍ଜ, ଏବଂ ଢେଙ୍କାନାଳ ଜିଲ୍ଲାରେରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ୩ ତାରିଖରେ ବଲାଙ୍ଗୀର, ବୌଦ୍ଧ, ନବରଙ୍ଗପୁର, କନ୍ଧମାଳ, ସୋନପୁର, ଜଗତସିଂହପୁର, ଏବଂ କେନ୍ଦ୍ରାପଡା ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଅନ୍ୟପଟେ ଗତ ୨୪ ଘଣ୍ଟାରେ ଓଡ଼ିଶାର ଗୋଟିଏ ରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଢେଙ୍କାନାଳ ଜିଲ୍ଲାର ଭୁବନ ଠାରେ ସର୍ବାଧିକ ୪୮.୦ ମିମି ବର୍ଷ ରେକର୍ଡ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାର କଣ୍ଟାମଲ ଠାରେ ୩୪.୦ ମିମି ବର୍ଷା ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ଅନୁଗୁଳ ଠାରେ ସର୍ବୋଚ୍ଚ ଦିନ ତାପମାତ୍ରା ୩୬.୧ ଡିଗ୍ରୀ. ସି ରେକର୍ଡ କରାଯାଇଛି।

ଗୁରୁବାର ଦକ୍ଷିଣ ଆନ୍ଧ୍ର ଏବଂ ଉତ୍ତର ତାମିଲନାଡୁ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିଂ ବଳୟ ଶୁକ୍ରବାର ଦକ୍ଷିଣ ଆନ୍ଧ୍ର ଉପକୂଳ ଏବଂ ପାର୍ଶ୍ଵବର୍ତ୍ତୀ ଉତ୍ତର ତାମିଲନାଡୁ ଅଂଚଳରେ ସମୁଦ୍ର ପତ୍ତନ ଠାରୁ ୩.୧ କିମି ରୁ ୫.୮ କିମି ଯାଏଁ ବ୍ୟାପିଛି। ପଶ୍ଚିମ ବିଦର୍ଭରୁ ଦକ୍ଷିଣ ଆନ୍ଧ୍ର ଏବଂ ଉତ୍ତର ତାମିଲନାଡୁ ଯାଇଁ ଥିବା ଟ୍ରଫ ଲାଇନ ଆଜି ଦୁର୍ବଳ ହୋଇଯାଇଛି।ଆଗାମୀ ୨୪ ଘଣ୍ଟା ୩୧ ତାରିଖ ମଧ୍ୟରେ ଓଡ଼ିଶାର କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ଏବଂ ବରଗଡ ଜିଲ୍ଲାରେ କିଛି-କିଛି ସ୍ଥାନରେ ସ୍ୱଳ୍ପ ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଅନ୍ୟ ଜିଲ୍ଲାଗୁଡିକରେ ଗୋଟିଏ ରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।୩୧ ତାରିଖରେ ଓଡ଼ିଶାର କିଛି-କିଛି ସ୍ଥାନରେ ସ୍ୱଳ୍ପ ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ବରଗଡ, ନୟାଗଡ, ଅନୁଗୁଳ, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ ଏବଂ କଟକ ଜିଲ୍ଲାରେ ବିଜୁଳି-ଘଡଘଡି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାରୁ , ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅଗଷ୍ଟ 1 ଏବଂ ୦୨ ତାରିଖରେ ବିଜୁଳି ବିଜୁଳି-ଘଡଘଡି ସହ ସ୍ୱଳ୍ପ ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ଅଗଷ୍ଟ 2 ତାରିଖରେ ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ଗୋଟିଏ ରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରଯାଇଛି। ସେହିପରି ଅଗଷ୍ଟ ପହିଲା ଶନିବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୁରଭଞ୍ଜ, ଏବଂ ଢେଙ୍କାନାଳ ଜିଲ୍ଲାରେରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ୩ ତାରିଖରେ ବଲାଙ୍ଗୀର, ବୌଦ୍ଧ, ନବରଙ୍ଗପୁର, କନ୍ଧମାଳ, ସୋନପୁର, ଜଗତସିଂହପୁର, ଏବଂ କେନ୍ଦ୍ରାପଡା ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଜୁନ 1 ତାରିଖରୁ ୩୦ ଜୁଲାଇ ୨୦୨୦ ମଧ୍ୟରେ ଓଡ଼ିଶାରେ ୪୭୪.୬ ମିମି ବର୍ଷା ରେକର୍ଡ ହୋଇଛି ଯାହା ସ୍ୱାଭାବିକ ବର୍ଷା ୫୫୧.୧ ମିମି ଠାରୁ ୧୪ ପ୍ରତିଶତ କମ ରେକର୍ଡ କରାଯାଇଛି। ୧ ଜୁନ ରୁ ୩୦ ଜୁଲାଇ ମଧ୍ୟରେ ଓଡ଼ିଶାର ୧୨ ଗୋଟି ଜିଲ୍ଲା, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ଯାଜପୁର,କଟକ, ଖୋର୍ଦ୍ଧା , ଜଗତସିଂହପୁର, ପୁରୀ, ମୟୁରଭଞ୍ଜ, କେନ୍ଦୁଝର, ନୟାଗଡ ଏବଂ ସୋନପୁର ଠାରେ ସ୍ୱାଭାବିକ ବର୍ଷା ଠାରୁ କମ ବର୍ଷା ରେକର୍ଡ କରାଯାଇଛି।ଜୁନ ପହିଲା ରୁ ୩୦ ଜୁଲାଇ ମଧ୍ୟରେ ଓଡ଼ିଶାର ଅବଶିଷ୍ଟ ୧୮ ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ କରାଯାଇଛି। ପୁରୀ ଜିଲ୍ଲାରେ ସର୍ବନିମ୍ନ ୨୧୬ ମିମି ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ୪୩୦.୨ ମିମି ଠାରୁ ୫୦% ପ୍ରତିଶତ କମ। ଜୁନ ମାସ 1 ତାରିଖରୁ ୩୦ ଜୁଲାଇ ମଧ୍ୟରେ ଝାରସୁଗୁଡା ଜିଲ୍ଲାରେ ସର୍ବୋଚ୍ଚ ୬୭୨.୮ ମିମି ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ୫୭୬.୮ ମିମି ଠାରୁ ୧୭% ପ୍ରତିଶତ ଅଧିକ।୪୦ ପ୍ରତିଶତ କିମ୍ବା ତାଠାରୁ କମ୍ ରେକର୍ଡ ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରେ ଖୋର୍ଦ୍ଧା ସ୍ୱାଭାବିକ ଠାରୁ ୪୬% ପ୍ରତିଶତ କମ, କେନ୍ଦ୍ରାପଡା ୪୩% ପ୍ରତିଶତ କମ ଏବଂ ଯାଜପୁର ୪୨% ପ୍ରତିଶତ କମ ବର୍ଷା ରେକର୍ଡ ହୋଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.