ETV Bharat / city

ରାଜ୍ୟରେ କୋରୋନା ପଜିଟିଭ ସଂଖ୍ୟା 2 ହଜାର ଟପିଲା

author img

By

Published : Jun 1, 2020, 11:23 AM IST

ରାଜ୍ୟରେ ଗୋଟିଏ ଦିନରେ ରେକର୍ଡ 156 କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ ପଜିଟିଭ ସଂଖ୍ୟା 2104କୁ ବୃଦ୍ଧି ପାଇଥିବା ବେଳେ ସକ୍ରିୟ ସଂଖ୍ୟା 969 ରହିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ଅଧିକ ପଢନ୍ତୁ...

ରାଜ୍ୟରେ କୋରୋନା ପଜିଟିଭ ସଂଖ୍ୟା 2 ହଜାର ଟପିଲା
ରାଜ୍ୟରେ କୋରୋନା ପଜିଟିଭ ସଂଖ୍ୟା 2 ହଜାର ଟପିଲା

ଭୁବନେଶ୍ବର: ରାଜ୍ୟରେ ଗୋଟିଏ ଦିନରେ ରେକର୍ଡ 156 କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ ପଜିଟିଭ ସଂଖ୍ୟା 2104କୁ ବୃଦ୍ଧି ପାଇଥିବା ବେଳେ ସକ୍ରିୟ ସଂଖ୍ୟା 969 ରହିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ରାଜ୍ୟରେ 1126 ଜଣ ସୁସ୍ଥ ହୋଇଥିବା ବେଳେ 7 ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି ।

ରାଜ୍ୟରେ ଦ୍ରୁତ ଗତିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ସୋମବାର ଗୋଟିଏ ଦିନରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୋମବାର 29ଟି ଜିଲ୍ଲାରୁ 156 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ 153 ଜଣ କ୍ବାରେଣ୍ଟାଇନ ସେଣ୍ଟରରେ ରହିଥିବା ବେଳେ ଅନ୍ୟ 3 ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।

ଗଞ୍ଜାମରେ 17 ଜଣ କୋରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଯାଜପୁରରେ 11 ଜଣ, ଖୋର୍ଦ୍ଧାରେ 3 ଜଣ, କେନ୍ଦ୍ରପଡ଼ାରେ 50ଜଣ, କଟକରେ 20ଜଣ, ଭଦ୍ରକରେ 7 ଜଣ, ଜଗତସିଂହପୁରରେ 14 ଜଣ, ବଲାଙ୍ଗୀରରେ 2 ଜଣ, ନୟାଗଡରେ ଓ ସୁନ୍ଦରଗଡରେ 3 ଜଣ , ନୂଆପଡା ଓ ମୟୂରଭଞ୍ଜରେ 3 ଜଣ, କେନ୍ଦୁଝର ଓ ମାଲକାନଗିରିରେ ଜଣେ ଲେଖାଏଁ, ବୌଦ୍ଧରେ ଜଣେ, କନ୍ଧମାଳରେ 9 ଜଣ, ସମ୍ବଲପୁରରେ 2ଜଣ, ବରଗଡ ଓ ସୋନପୁରରେ 3 ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.