ETV Bharat / city

'ଲୋକଙ୍କ ସମର୍ଥନ ପାଇ ବିଜୟୀ ହେବି' - bhubaneswar

ଭୁବନେଶ୍ବର ମଧ୍ୟ ନିର୍ବାଚନ ମଣ୍ଡଳୀରୁ ପ୍ରାର୍ଥୀ ହୋଇଥିବା ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ସହ ଅଧିକ ଆଲୋଚନା କରିଥିଲେ ଆମ ସମ୍ବାଦଦାତା ସଞ୍ଜୀବ କୁମାର ରାୟ।

ଫଟୋ ସୌଜନ୍ୟ- ସମ୍ବାଦଦାତା, ଭୁବନେଶ୍ବର
author img

By

Published : Apr 15, 2019, 11:10 PM IST

ଭୁବନେଶ୍ବର: ଚଳିତ ବର୍ଷର ନିର୍ବାଚନରେ ଚାଲିଛି ଜୋରଦାର ଲଢେଇ। ରାଜ୍ୟର ତିନି ପ୍ରମୁଖ ଦଳର ପ୍ରାର୍ଥୀ ଏବେ ରଣାଙ୍ଗନରେ। ତେବେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରିଥିବାବେଳେ ଆସନ୍ତା 18 ତାରିଖରେ ହେବ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ। ଭୋଟରଙ୍କୁ ନିଜ ଆଡକୁ ଆକୃଷ୍ଟ କରିବାକୁ ପ୍ରତିଶ୍ରୁତିର ପାହାଡ ଠିଆ କରୁଛନ୍ତି ପ୍ରାର୍ଥୀ। କେଉଁ ମୁଦ୍ଦା ନେଇ ଜନତାଙ୍କ ମନ ଜିଣିବେ, ସେ ନେଇ ଚାଲିଛି ଜୋରଦାର ପ୍ରଚେଷ୍ଟା।

ଭିଡିଓ ସୌଜନ୍ୟ- ସମ୍ବାଦଦାତା, ଭୁବନେଶ୍ବର

ତେବେ ଏହି କ୍ରମରେ ଭୁବନେଶ୍ବର ମଧ୍ୟ ନିର୍ବାଚନ ମଣ୍ଡଳୀରୁ ପ୍ରାର୍ଥୀ ହୋଇଥିବା ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ସହ ଅଧିକ ଆଲୋଚନା କରିଥିଲେ ଆମ ସମ୍ବାଦଦାତା ସଞ୍ଜୀବ କୁମାର ରାୟ।

ଗତଥର ନିର୍ବାଚନରେ ଅଳ୍ପ ଭୋଟ ବ୍ୟବଧାନରେ ହାରିଥିବା ଜଗନ୍ନାଥ ପ୍ରଧାନ ଚଳିତ ଥର ଜନସାଧାରଣଙ୍କ ଆଶୀର୍ବାଦ ଲୋଡିଛନ୍ତି। ଏହାସହ ରାଜ୍ୟରେ ସରକାର ବଦଳିବା ଦରକାର ଓ ଡବଲ ଇଞ୍ଜିନ ସରକାରର ଆହ୍ବାନ ଦେଇଛନ୍ତି ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀର ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Intro:Body:

'ଲୋକଙ୍କ ସମର୍ଥନ ପାଇ ବିଜୟୀ ହେବି'

ଭୁବନେଶ୍ବର: ଚଳିତ ବର୍ଷର ନିର୍ବାଚନରେ ଚାଲିଛି ଜୋରଦାର ଲଢେଇ। ରାଜ୍ୟର ତିନି ପ୍ରମୁଖ ଦଳର ପ୍ରାର୍ଥୀ ଏବେ ରଣାଙ୍ଗନରେ। ତେବେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରିଥିବା ବେଳେ ଆସନ୍ତା 18 ତାରିଖରେ ହେବ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ। ଭୋଟରଙ୍କୁ ନିଜ ଆଡକୁ ଆକୃଷ୍ଟ କରିବାକୁ ପ୍ରତିଶ୍ରୁତିର ପାହାଡ ଠିଆ କରୁଛନ୍ତି ପ୍ରାର୍ଥୀ। କେଉଁ ମୁଦ୍ଦା ନେଇ ଜନତାଙ୍କ ମନ ଜିଣିବେ ସେ ନେଇ ଚାଲିଛି ଜୋରଦାର ପ୍ରଚେଷ୍ଟା।

ତେବେ ଏହି କ୍ରମରେ ଭୁବନେଶ୍ବର ମଧ୍ୟ ନିର୍ବାଚନ ମଣ୍ଡଳୀରୁ ପ୍ରାର୍ଥୀ ହୋଇଥିବା ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ସହ ଅଧିକ ଆଲୋଚନା କରିଥିଲେ ଆମ ସମ୍ବାଦଦାତା ସଞ୍ଜୀବ କୁମାର ରାୟ।

ଗତଥର ନିର୍ବାଚନରେ ଅଳ୍ପ ଭୋଟ ବ୍ୟବଧାନରେ ହାରିଥିବା ଜଗନ୍ନାଥ ପ୍ରଧାନ ଚଳିତ ଥର ଜନସାଧାରଣଙ୍କ ଆଶୀର୍ବାଦ ଲୋଡିଛନ୍ତି। ଏହାସହ ରାଜ୍ୟରେ ସରକାର ବଦଳିବା ଦରକାର ଓ ଡବଲ ଇଞ୍ଜିନ ସରକାରର ଆହ୍ବାନ ଦେଇଛନ୍ତି ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀର ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.