ETV Bharat / city

IAS Reshuffle: ଅରବିନ୍ଦ ପାଢ଼ୀ ହେଲେ କୃଷି ବିଭାଗର ପ୍ରମୁଖ ସଚିବ, ବିଷ୍ଣୁପଦ ସେଠୀ ଉଚ୍ଚଶିକ୍ଷା ସଚିବ

author img

By

Published : Aug 3, 2022, 7:50 PM IST

ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ବରିଷ୍ଠ ଆଇଏଏସ ଅରବିନ୍ଦ ପାଢୀ ହେଲେ କୃଷି ବିଭାଗର ପ୍ରମୁଖ ଶାସନ ସଚିବ । ଅଧିକ ପଢନ୍ତୁ

IAS Reshuffle
IAS Reshuffle

ଭୁବନେଶ୍ବର: ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ବରିଷ୍ଠ ଆଇଏଏସ ଅରବିନ୍ଦ ପାଢୀ ହେଲେ କୃଷି ବିଭାଗର ପ୍ରମୁଖ ଶାସନ ସଚିବ । ବିଷ୍ଣୁପଦ ସେଠୀ ହେଲେ ଉଚ୍ଚଶିକ୍ଷା ସଚିବ । ଏହାସହ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ଦାୟିତ୍ଵ ତୁଳାଇବେ ବିଷ୍ଣୁ ।

ସେହିପରି ସୂଚନା ଲୋକ ସମ୍ପର୍କ ବିଭାଗ ସଚିବ ସମେତ ଅତିରିକ୍ତ ଭାବେ ବିଡିଏ ଉପାଧ୍ୟକ୍ଷ ସହ ସ୍ମାର୍ଟ ସିଟି ଲିମିଟେଡ ନିର୍ଦ୍ଦେଶକ ଥିବା ସଞ୍ଜୟ କୁମାର ସିଂ ହେଲେ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ।

ଏହାବାଦ 2003 ବ୍ୟାଚ ବରିଷ୍ଠ ଆଇଏଏସ ଆଶ୍ଵଥି.ଏସ 7 ବର୍ଷିଆ କେନ୍ଦ୍ରୀୟ ଡେପୁଟେସନ ସାରି ଫେରିବା ପରେ ତାଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର ।

  • IAS ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର
  • ବିଷ୍ଣୁପଦ ସେଠୀ ହେଲେ ଉଚ୍ଚ ଶିକ୍ଷା ସଚିବ ଏଥିସହ ତାଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି
  • ଅରବିନ୍ଦ ପାଢ଼ୀ ହେଲେ କୃଷି ଓ କୃଷକ ସଶକ୍ତୀକରଣ ସଚିବ, ଏଥିସହ ତାଙ୍କୁ ମତ୍ସ୍ୟ ଓ ପ୍ରାଣୀସଂପଦ ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି
  • ସଂଜୟ କୁମାର ସିଂହ ହେଲେ ଗ୍ରାମ୍ୟ ଉନ୍ନୟନ ଓ I&PR ସଚିବ, ଏଥିସହ ବିଡିଏ ଭିସି ଭାବେ ସେ ଅତିରିକ୍ତ ଦାୟିତ୍ୱରେ ରହିବେ
  • ଅଶ୍ୱଥି. ଏସ୍‌ ହେଲେ ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.