ETV Bharat / city

ସମ୍ଭାବ୍ୟ ବାତ୍ୟା ସ୍ଥିତି ନେଇ SRCଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ - ବାତ୍ୟା

ସମ୍ଭାବ୍ୟ ବାତ୍ୟା ସ୍ଥିତି ନେଇ SRCଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ । ଭିସି ଜରିଆରେ ଜିଲ୍ଲାପାଳମାନଙ୍କ ସହ ଚାଲିଛି ଆଲୋଚନା । ଅଧିକ ପଢନ୍ତୁ...

ସମ୍ଭାବ୍ୟ ବାତ୍ୟା ସ୍ଥିତି ନେଇ SRC ଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ

author img

By

Published : Sep 25, 2021, 10:51 AM IST

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ସ୍ଥିତି ନେଇ SRCଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ । ଭିସି ଜରିଆରେ ଜିଲ୍ଲାପାଳମାନଙ୍କ ସହ ଆଲୋଚନା କରୁଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର । ବୈଠକରେ ପାଣିପାଗ ବିଭାଗର ଅଧିକାରୀ ବି ଉପସ୍ଥିତ ଅଛନ୍ତି ।

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଆଗାମୀ ୧୨ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବା ନେଇ ସମ୍ଭାବନା ରହିଛି । ଯାହାକି ଅଧିକ ଘନୀଭୂତ ହେଲେ ବାତ୍ୟାର ରୂପ ନେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଓଡିଶାକୁ ଏହି ବାତ୍ୟା ଭୟ ଥିବା ଯୋଗୁଁ SRC ଏନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ଡାକିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.