ETV Bharat / city

ସୁସ୍ଥ ହେଉଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ

author img

By

Published : Jun 10, 2021, 10:23 PM IST

ଧୀରେ ଧୀରେ ସୁସ୍ଥ ହେବାରେ ଲାଗିଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ । ଦୁଇ ଦିନ ତଳେ ତାଙ୍କୁ ଭେଣ୍ଟିଲେଟରରୁ ବାହାର କରାଯାଇଛି । ଅଧିକ ପଢନ୍ତୁ...

ସୁସ୍ଥ ହେଉଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ
ସୁସ୍ଥ ହେଉଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ

ଭୁବନେଶ୍ବର: ଆରୋଗ୍ୟ ଲାଭ କରୁଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ । ଦୁଇ ଦିନ ତଳେ ତାଙ୍କୁ ଭେଣ୍ଟିଲେଟରରୁ ବାହାର କରାଯାଇଛି । ତଥାପି ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇନଥିବାରୁ ଏବେ ବି ତାଙ୍କୁ ICUରେ ରଖାଯାଇଛି । ଆସନ୍ତା କିଛି ଦିନ ମଧ୍ୟରେ ତାଙ୍କର ପୁନର୍ବାର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ICUରୁ ୱାର୍ଡକୁ ସ୍ଥାନାନ୍ତର କରାଯିବ ।

ପ୍ରଦୀପ୍ତଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେଉଛି । କିଛିଦିନ ତଳେ ଠାରରେ କଥା ହେଉଥିବା ପ୍ରଦୀପ୍ତ ଏବେ ଧୀରେ ଧୀରେ କଥା ହେବାକୁ ଲାଗିଲେଣି । ଆସନ୍ତା କିଛିଦିନ ମଧ୍ୟରେ ସେ ସୁସ୍ଥ ହୋଇଯିବେ ବୋଲି ଭୁବନେଶ୍ୱର AIIMS କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

ଭୁବନେଶ୍ବରରୁ ଭାବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.