ETV Bharat / city

3 ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା - ଆଡିଶା ପାଣିପାଗ

ପଶ୍ଚିମ କେନ୍ଦ୍ରୀୟ ତଥା ସଂଲଗ୍ନ ଉତ୍ତର-ପଶ୍ଚିମ ଏବଂ ଉତ୍ତର-ଆନ୍ଧ୍ର-ଦକ୍ଷିଣ ଓଡିଶା ଉପକୂଳ ଅଞ୍ଚଳରେ ସୃଷ୍ଟ ଲଘୁଚାପ ଏବେ ଦକ୍ଷିଣ ଦିଗକୁ ଗତି କରୁଛି । ଅଧିକ ପଢନ୍ତୁ...

3 ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
3 ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
author img

By

Published : Jul 12, 2021, 10:02 PM IST

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ତଥା ସଂଲଗ୍ନ ଉତ୍ତର-ପଶ୍ଚିମ ଏବଂ ଉତ୍ତର-ଆନ୍ଧ୍ର-ଦକ୍ଷିଣ ଓଡିଶା ଉପକୂଳ ଅଞ୍ଚଳରେ ସୃଷ୍ଟ ଲଘୁଚାପ ଏବେ ଦକ୍ଷିଣ ଦିଗକୁ ଗତି କରୁଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି ।

3 ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

୧ ଜୁନ ରୁ ୧୨ ଜୁଲାଇ ୨୦୨୧ ସୁଦ୍ଧା ଓଡ଼ିଶାରେ ୨୬୫.୩ ମିମି ବର୍ଷା ଅନୁଭୂତ ହୋଇଛି, ଯାହା ସ୍ବାଭାବିକ ବର୍ଷା ୩୩୫.୮ ମିମି ଠାରୁ ୨୧ ପ୍ରତିଶତ କମ ରହିଛି । ୧ ଜୁନରୁ ୧୨ ଜୁଲାଇ ମଧ୍ୟରେ ୧୬ ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ସେହିପରି ୧୪ ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି । ଭଦ୍ରକରେ ସବୁଠୁ କମ ବର୍ଷା ହୋଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.