ETV Bharat / city

ଜଙ୍ଗଲ ସୁରକ୍ଷା ସମ୍ମିଳନୀ: ଯୋଗ ଦେବେ ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ

author img

By

Published : Aug 28, 2019, 7:49 PM IST

ଆସନ୍ତାକାଲି ନୂଆଦିଲ୍ଲୀସ୍ଥିତ ପର୍ଯ୍ୟାବରଣ ଭବନ ଠାରେ ରାଜ୍ୟ ଜଙ୍ଗଲ ମନ୍ତ୍ରୀମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହେବ । ଏଥିରେ ଯୋଗ ଦେବେ ରାଜ୍ୟ ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ । ଏନେଇ ମନ୍ତ୍ରୀ ନିଜ ଟିମ ସହ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି ।

ଫଟୋ ସୌଜନ୍ୟ- ସମ୍ବାଦଦାତା, ଭୁବନେଶ୍ବର

ଭୁବନେଶ୍ବର: ଆସନ୍ତାକାଲି ନୂଆଦିଲ୍ଲୀସ୍ଥିତ ପର୍ଯ୍ୟାବରଣ ଭବନ ଠାରେ ରାଜ୍ୟ ଜଙ୍ଗଲ ମନ୍ତ୍ରୀମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହେବ । ଏହି ସମ୍ମିଳନୀରେ ଯୋଗଦେବା ପାଇଁ ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଆଜି ଅପରାହ୍ଣରେ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି ।

ଏହି ବୈଠକରେ କ୍ଷତିପୂରକ ବନୀକରଣ ପାଣ୍ଠିର କାର୍ଯ୍ୟକାରିତା, ପ୍ରାକୃତିକ ଜଙ୍ଗଲ ପରିଚାଳନା, ବନ୍ୟଜନ୍ତୁଙ୍କ ସୁରକ୍ଷା, ଇକୋ ସିଷ୍ଟମ୍‌ର ପରିଚାଳନା ପ୍ରଭୃତି ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହେବ । କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଦ୍ବାରା କରାଯାଉଥିବା ଏହି ସମ୍ମିଳନୀରେ ଯୋଗଦେବା ନିମନ୍ତେ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରକାଶ ଜାଭଡେକର ସବୁ ରାଜ୍ୟର ପରିବେଶ ମନ୍ତ୍ରୀ ମାନଙ୍କୁ ପତ୍ର ଲେଖିଛନ୍ତି ।

ଓଡ଼ିଶା ସରକାରଙ୍କ ତରଫରୁ ମନ୍ତ୍ରୀ ଆରୁଖଙ୍କ ସହ ଜଙ୍ଗଲ ଓ ପରିବେଶ ବିଭାଗର ପ୍ରମୁଖ ଶାସନ ସଚିବ ଡ. ମୋନା ଶର୍ମା, ପ୍ରଧାନ ମୁଖ୍ୟ ବନସଂରକ୍ଷକ ଡ. ସନ୍ଦୀପ ତ୍ରିପାଠୀ ଏବଂ ମୁଖ୍ୟ ବନ ସଂରକ୍ଷକ ଉମା ନନ୍ଦୁରୀ ପ୍ରମୁଖ ଏହି ସମ୍ମିଳନୀରେ ଯୋଗଦେବେ ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

Intro:ଆସନ୍ତାକାଲି ନୂଆଦିଲ୍ଲୀସ୍ଥିତ ପର୍ଯ୍ୟାବରଣ ଭବନଠାରେ ରାଜ୍ୟ ଜଙ୍ଗଲ ମନ୍ତ୍ରୀମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହେବ । ଏହି ସମ୍ମିଳନୀରେ ଯୋଗଦେବା ନିମନ୍ତେ ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ଆଜି ଅପରାହରେ ନୂଆଦିଲ୍ଲୀ ଯାତ୍ରା କରିଛନ୍ତି । ଏହି ବୈଠକରେ କ୍ଷତିପୂରକ ବନୀକରଣ ପାଣ୍ଠିର କାର୍ଯ୍ୟକାରିତା, ପ୍ରାକୃତିକ ଜଙ୍ଗଲ ପରିଚାଳନା, ବନ୍ୟଜନ୍ତୁଙ୍କ ସୁରକ୍ଷା, ଇକୋ ସିଷ୍ଟମ୍‌ର ପରିଚାଳନା, ପ୍ରଭୃତି ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହେବ । କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଦ୍ୱାରା ଆହୂତ ଏହି ସମ୍ମିଳନୀରେ ଯୋଗଦେବା ନିମନ୍ତେ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ପ୍ରକାଶ ଜାଭେଦକର ସବୁ ରାଜ୍ୟର ଜଙ୍ଗଲ ମନ୍ତ୍ରୀମାନଙ୍କୁ ପତ୍ର ଲେଖିଛନ୍ତି । ଓଡ଼ିଶା ସରକାରଙ୍କ ତରଫରୁ ମନ୍ତ୍ରୀ ଶ୍ରୀ ଆରୁଖଙ୍କ ସହ ଜଙ୍ଗଲ ଓ ପରିବେଶ ବିଭାଗର ପ୍ରମୁଖ ଶାସନ ସଚିବ ଡ. ମୋନା ଶର୍ମା, ପ୍ରଧାନ ମୁଖ୍ୟ ବନସଂରକ୍ଷକ ଡ. ସଂଦୀପ ତି୍ରପାଠୀ ଏବଂ ମୁଖ୍ୟ ବନ ସଂରକ୍ଷକ ଉମା ନନ୍ଦୁରୀ ପ୍ରମୁଖ ଏହି ସମ୍ମିଳନୀରେ ଯୋଗଦେବେ ।Body:HhConclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.