ETV Bharat / city

ରାଜ୍ୟ ଚିକିତ୍ସା ପାଣ୍ଠି ତାଲିକାରୁ ବାଦ ପଡ଼ିଲା କଳିଙ୍ଗ ହସ୍ପିଟାଲ

author img

By

Published : Jul 20, 2019, 8:54 PM IST

ମହଙ୍ଗା ପଡିଲା ବିଧାୟକ ମୋହନ ଚରଣ ମାଝୀଙ୍କୁ ଦୁର୍ବ୍ୟବହାର କରିବା ଘଟଣା । ରାଜ୍ୟ ଚିକିତ୍ସା ପାଣ୍ଠି ତାଲିକାରୁ ବାଦ ପଡ଼ିଲା କଳିଙ୍ଗ ହସ୍ପିଟାଲ ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ଭୁବନେଶ୍ୱର: ବିଧାୟକ ମୋହନ ଚରଣ ମାଝୀଙ୍କୁ କଳିଙ୍ଗ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ଦୁର୍ବ୍ୟବହାର କରିବା ପଡିଛି ମହଙ୍ଗା । ରାଜ୍ୟ ଚିକିତ୍ସା ପାଣ୍ଠି ତାଲିକାରୁ ବାଦ ପଡିଛି ହସ୍ପିଟାଲ । ଏନେଇ ଗୃହରେ ବିବୃତି ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ।

ମନ୍ତ୍ରୀଙ୍କ କହିବାନୁଯାୟୀ, ବିରୋଧି ଦଳ ମୁଖ୍ୟ ସଚେତକ ତଥା ବିଧାୟକ ମୋହନ ଚରଣ ମାଝୀଙ୍କୁ କଳିଙ୍ଗ ହସ୍ପିଟାଲ କର୍ତ୍ତୃପକ୍ଷ ଦୁର୍ବ୍ୟବହାର ସମ୍ପର୍କରେ ଗତକାଲି ମାନ୍ୟବର ବାଚସ୍ପତି ରୁଲିଂ ଦେଇଥିଲେ । ଏହାର ତତକ୍ଷଣାତ ସ୍ୱାସ୍ଥ୍ୟ ବିଭାଗକୁ ଏ ସମ୍ପର୍କରେ ୪ ଜଣିଆ କମିଟି ଗଠନ କରି ତଦନ୍ତ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲି । ଏହି କମିଟି ରିପୋର୍ଟ ପ୍ରଦାନ କରିଛି ।

ତେବେ ରିପୋର୍ଟ ଆଧାରରେ କଳିଙ୍ଗ ହସ୍ପିଟାଲ ବିରୋଧରେ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଗତକାଲି ଠାରୁ କଳିଙ୍ଗ ହସ୍ପିଟାଲକୁ ଓଡିଶା ରାଜ୍ୟ ଚିକିତ୍ସା ପାଣ୍ଠି ଓଏସଟିଏଫ୍ ତାଲିକାରୁ ବାଦ ଦିଆଯାଇଛି।

ଭୁବନେଶ୍ୱରରୁ ତପନ ଦାସ, ଇଟିଭି ଭାରତ

Intro:ବିଧାୟକ ମୋହନ ଚରଣ ମାଝୀଙ୍କୁ କଳିଙ୍ଗ ହସ୍ପିଟାଲ କର୍ତ୍ତୁପକ୍ଷଙ୍କ ଦୁର୍ବ୍ୟବହାର କରିବା ପ୍ରସଙ୍ଗ । ରାଜ୍ୟ ଚିକିତ୍ସା ପାଣ୍ଠି ତାଲିକାରୁ ବାଦ୍ ପଡ଼ିଲା କଳିଙ୍ଗ ହସ୍ପିଟାଲ । Body:ଏନେଇ ଗୃହରେ ବିବୃତିି ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ । ନବ ଦାସ କହିଛନ୍ତି କି, ବିରୋଧି ଦଳ ମୁଖ୍ୟ ସଚେତକ ତଥା ବିଧାୟକ ମୋହନ ଚରଣ ମାଝୀଙ୍କୁ କଳିଙ୍ଗ ହସ୍ପିଟାଲ କର୍ତୃପକ୍ଷ ଦୁର୍ବବ୍ୟହାର ସଂପର୍କରେ ଗତକାଲି ମାନ୍ୟବର ବାଚସ୍ପତି ରୁଲିଂ ଦେଇଥିଲେ । Conclusion:ଏହାର ତତକ୍ଷଣାତ ସ୍ୱାସ୍ଥ୍ୟ ବିଭାଗକୁ ଏ ସଂପର୍କରେ ୪ ଜଣିଆ କମିଟି ଗଠନ କରି ତଦନ୍ତ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲି ।
ଉକ୍ତ କମିଟି ତାଙ୍କ ରିପୋର୍ଟ ପ୍ରଦାନ କରିଛନ୍ତି । ଉକ୍ତ ରିପୋର୍ଟ ଆଧାରରେ କଳିଙ୍ଗ ହସ୍ପିଟାଲ ବିରୁଦ୍ଧରେ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଗତକାଲି ତା ୧୯.୦୭.୨୦୧୯ ରିଖରୁ ଅନ୍ୟାଦେଶ ପର୍ଯ୍ୟନ୍ତ କଳିଙ୍ଗ ହସ୍ପିଟାଲକୁ ଓଡିଶା ରାଜ୍ୟ ଚିକିତ୍ସା ପାଣ୍ଠି (ଓଏସଟିଏଫ୍) ତାଲିକାରୁ ବାଦ୍ ଦିଆଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.