ETV Bharat / city

ପୂର୍ବତଟ ରେଳପଥ ମଧ୍ୟରେ ଗଡିବ ସୁପରଫାଷ୍ଟ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍ - ସୁପରଫାଷ୍ଟ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍

ପୂର୍ବତଟ ରେଳପଥ ମଧ୍ୟରେ ଚଳାଚଳ କରିବ କାମାକ୍ଷା-କୋଚୁଭେଲି-କାମାକ୍ଷା ସୁପରଫାଷ୍ଟ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍ । ଅଧିକ ପଢନ୍ତୁ

ପୂର୍ବତଟ ରେଳପଥ ମଧ୍ୟରେ ଗଡିବ ସୁପରଫାଷ୍ଟ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍

author img

By

Published : Dec 22, 2021, 1:42 PM IST

ଭୁବନେଶ୍ବର: ପୂର୍ବତଟ ରେଳପଥ ମଧ୍ୟରେ ଚଳାଚଳ କରିବ କାମାକ୍ଷା-କୋଚୁଭେଲି-କାମାକ୍ଷା ସୁପରଫାଷ୍ଟ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍ । ପୂର୍ବତଟ ରେଳପଥ ଦେଇ ଏକ ଯୁଗଳ ସ୍ୱତନ୍ତ୍ର ସୁପରଫାଷ୍ଟ ଟ୍ରେନ୍ ଚଳାଇବାକୁ ରେଳ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।

05669/05670 କାମାକ୍ଷା -କୋଚୁଭେଲି-କାମାକ୍ଷା ସୁପରଫାଷ୍ଟ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍ କାମାକ୍ଷାରୁ ଆସନ୍ତା ୨୩ ତାରିଖରୁ ଜାନୁୟାରୀ ୧୩ ତାରିଖ ମଧ୍ୟରେ ପ୍ରତ୍ୟେକ ଗୁରୁବାର ଦ୍ବିପ୍ରହର 15:10 ଘଣ୍ଟାରେ ଛାଡିବ ଏବଂ କୋଚୁଭେଲି ଠାରୁ ଡିସେମ୍ବର ୨୬ରୁ ଜାନୁୟାରୀ ୧୬ ତାରିଖ ମଧ୍ୟରେ ପ୍ରତ୍ୟେକ ରବିବାର ରାତ୍ରି 20:00 ଘଣ୍ଟାରେ ଛାଡିବ । ଏହି ଟ୍ରେନ୍ ଉଭୟ ଦିଗରୁ ପୂର୍ବତଟ ରେଳପଥ ଅଧୀନରେ ଥିବା ଭଦ୍ରକ, କଟକ, ଭୁବନେଶ୍ୱର, ଖୋର୍ଦ୍ଧା ରୋଡ୍, ବ୍ରହ୍ମପୁର, ପାଲାସା, ଶ୍ରୀକାକୁଲମ୍ ରୋଡ୍, ଭିଜୟନଗରମ୍, ବିଶାଖାପାଟନମ୍ ଏବଂ ଦୁବାଡା ଷ୍ଟେସନ ଠାରେ ରହଣି କରିବ ।

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.