ETV Bharat / city

କୋଝିକୋଡ ବିମାନ ଦୁର୍ଘଟଣା: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

କେରଳ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ ମଧ୍ୟ ଟ୍ବିଟ୍‌ କରି ଦୁଃଖପ୍ରକାଶ କରିଛନ୍ତି । ଅଧିକ ପଢନ୍ତୁ...

କୋଝିକୋଡ ବିମାନ ଦୁର୍ଘଟଣା ଘଟଣା: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

author img

By

Published : Aug 8, 2020, 9:10 AM IST

Updated : Aug 8, 2020, 9:47 AM IST

ଭୁବନେଶ୍ବର: କେରଳର କୋଝିକୋଡରେ ଘଟିଥିବା ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ବିଟ୍‌ କରି ଦୁର୍ଘଟଣାରେ ଜୀବନ ହରାଇଥିବା ଲୋକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ।

କୋଝିକୋଡ ବିମାନ ଦୁର୍ଘଟଣା ଘଟଣା: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
କୋଝିକୋଡ ବିମାନ ଦୁର୍ଘଟଣା ଘଟଣା: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ ମଧ୍ୟ ଦୁଃଖପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ଏହାସହ ଆହତମାନେ ଶୀଘ୍ର ସୁସ୍ଥ ହୋଇଯାଆନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି ।

କୋଝିକୋଡ ବିମାନ ଦୁର୍ଘଟଣା ଘଟଣା: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀକୋଝିକୋଡ ବିମାନ ଦୁର୍ଘଟଣା ଘଟଣା: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ସୂଚନାଥାଉକି, ଦୁବାଇରୁ ବନ୍ଦେ ଭାରତ ମିଶନ ଜରିଆରେ ଭାରତକୁ ଫେରୁଥିବା 184 ଜଣ ଯାତ୍ରୀଙ୍କ ବିମାନ କେରଳ କରିପୁରସ୍ଥିତ କୋଝିକୋଡରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବିମାନଟି ରନୱେରେ କ୍ରାସ୍‌ ଲ୍ୟାଣ୍ଡିଂ କରିଥିଲା । ବିମାନଟି ଦୁଇ ଖଣ୍ଡ ହୋଇଯାଇଥିଲା । ଯେଉଁଥିରେ ପାଇଲଟଙ୍କ ସମେତ 19 ଜଣଙ୍କର ମୃତ୍ୟୁ ଘଟିଛି ।

Last Updated : Aug 8, 2020, 9:47 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.