ETV Bharat / city

I&B ମନ୍ତ୍ରଣାଳୟର ପରାମର୍ଶଦାତା କମିଟି ସଦସ୍ୟ ହେଲେ ମାନସ

author img

By

Published : Aug 4, 2022, 9:46 PM IST

ବିଜେଡିର ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କୁ ନୂଆ ଦାୟିତ୍ୱ ମିଳିଛି । ସୂଚନା ପ୍ରସାରଣ ମନ୍ତ୍ରଣାଳୟ (I&B) ମନ୍ତ୍ରଣାଳୟର ପରାମର୍ଶଦାତା କମିଟି ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି ମାନସ । କମିଟିର ସଦସ୍ୟ ଭାବେ ମନୋନୀତ ହେବା ପରେ ଖୁସି ବ୍ୟକ୍ତ କରିଛନ୍ତି ମାନସ । ଅଧିକ ପଢନ୍ତୁ

I&B ମନ୍ତ୍ରାଳୟର ପରାମର୍ଶଦାତା କମିଟି ସଦସ୍ୟ ହେଲେ ମାନସ

ଭୁବନେଶ୍ବର: ବିଜେଡିର ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କୁ ନୂଆ ଦାୟିତ୍ବ ମିଳିଛି । ସୂଚନା ପ୍ରସାରଣ ମନ୍ତ୍ରଣାଳୟ ( I&B) ମନ୍ତ୍ରଣାଳୟର ପରାମର୍ଶଦାତା କମିଟି ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି ମାନସ । କମିଟିର ସଦସ୍ୟ ଭାବେ ମନୋନୀତ ହେବା ପରେ ଖୁସି ବ୍ୟକ୍ତ କରିଛନ୍ତି ମାନସ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି ମାନସ ।

ନବ ନିର୍ବାଚିତ ବିଜେଡି ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜଙ୍କୁ ଗୁରୁଦାୟିତ୍ବ । ସୂଚନା ଓ ପ୍ରସାରଣ ମନ୍ତ୍ରାଳୟର ପରାମର୍ଶଦାତା କମିଟିର ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି ମାନସ । ସଂସଦୀୟ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

ତେବେ ଏନେଇ ସେ ଖୁସି ବ୍ୟକ୍ତ କରିଛନ୍ତି ମାନସ । ଅନୁପ୍ରାଣିତ କରୁଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ମାନସ । ପୂର୍ବରୁ MPEDAର ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି ମାନସ । ଜଣେ ନବାଗତ ଓଡ଼ିଆ ସାଂସଦଙ୍କୁ ଦୁଇଟି ଗୁରୁତ୍ୱପୂର୍ଣ୍ଣ କମିଟିରେ ସାମିଲ ହେବା ଏକ ବିରଳ ଘଟଣା ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.