ETV Bharat / city

Omicron Fear: ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ, ମୋଟ ସଂଖ୍ୟା ୩୭କୁ ବୃଦ୍ଧି - ରାଜ୍ୟରେ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ କାୟା ବିସ୍ତାର କରିବାରେ ଲାଗିଛି କୋଭିଡର ନୂଆ ଭାରିଏଣ୍ଟ ଓମିକ୍ରନ । ରବିବାର ୨୩ ନୂଆ ଓମିକ୍ରନ ଭାରିଏଣ୍ଟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅଧିକ ପଢ଼ନ୍ତୁ

many omicron variant infected detected in odisha
Omicron Fear: ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ, ମୋଟ ସଂଖ୍ୟା ୩୭କୁ ବୃଦ୍ଧି
author img

By

Published : Jan 2, 2022, 3:24 PM IST

Updated : Jan 2, 2022, 4:35 PM IST

ଭୁବନେଶ୍ବର: ରାଜ୍ୟରେ କାୟା ବିସ୍ତାର କରିବାରେ ଲାଗିଛି କୋଭିଡର ନୂଆ ଭାରିଏଣ୍ଟ ଓମିକ୍ରନ । ରବିବାର ୨୩ ନୂଆ ଓମିକ୍ରନ ଭାରିଏଣ୍ଟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ନେଇ ILS ରାଜ୍ୟ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦେଇଛି । ବର୍ତ୍ତମାନ ସୁଦ୍ଧା ଦେଶରେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟମାନଙ୍କ ମଧ୍ୟରେ ଦଶମ ସ୍ଥାନରେ ରହିଛି ଓଡ଼ିଶା ।

ରବିବାର ୨୩ ଜଣ ନୂଆ ସଂକ୍ରମିତଙ୍କ ସହ ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ୨୩ ଜଣଙ୍କ ମଧ୍ୟରୁ ୧୭ ଜଣ ଜଣ ବିଦେଶ ଫରେନ୍ତା ବୋଲି ଜଣା ପଡ଼ିିଛି । ବାକି ୫ରୁ ୬ ଜଣ ବିଦେଶ ଫେରନ୍ତା ନୁହନ୍ତି । ନୂଆ ସଂକ୍ରମିତଙ୍କୁ ନେଇ ଯାଞ୍ଚ ଚଳାଇଛି ସ୍ବାସ୍ଥ୍ୟ ବିଭାଗ ।

ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ

Last Updated : Jan 2, 2022, 4:35 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.