ETV Bharat / city

ସଫେଇ କଲେ ଗଣଶିକ୍ଷା ମନ୍ତ୍ରୀ

author img

By

Published : Oct 2, 2021, 9:01 PM IST

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ଅକ୍ଷରେ ଅକ୍ଷରେ ପାଳନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ନିଜ ନିର୍ବାଚନ ମଣ୍ଡଳୀ ନିମାପଡାରେ ଶହୀଦ ସଂସଦ ପଡିଆକୁ ସଫେଇ କରିଛନ୍ତି ମନ୍ତ୍ରୀ । ଅଧିକ ପଢନ୍ତୁ...

ସଫେଇ କଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ
ସଫେଇ କଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ବର: କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଜନ ସମ୍ପର୍କ ପଦଯାତ୍ରା ପରିବର୍ତ୍ତେ ସେବା କାର୍ଯ୍ୟକ୍ରମ କରିବା ଲାଗି ମୁଖ୍ୟମନ୍ତ୍ରୀ ଦେଇଛନ୍ତି ନିର୍ଦ୍ଦେଶ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ପାଳନ କରିଛନ୍ତି ନିମାପଡା ବିଧାୟକ ତଥା ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଗଣଶିକ୍ଷା ମନ୍ତ୍ରୀ ଗାନ୍ଧୀ ଜୟନ୍ତୀରେ ସାମାଜିକ ସେବା କାର୍ଯ୍ୟକ୍ରମ ଜାରି ରଖିଛନ୍ତି ।

ସଫେଇ କଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

ଉଦାହରଣ ସାଜିଲେ ମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ଅକ୍ଷରେ ଅକ୍ଷରେ ପାଳନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ନିଜ ନିର୍ବାଚନ ମଣ୍ଡଳୀ ନିମାପଡାରେ ଶହୀଦ ସଂସଦ ପଡିଆକୁ ସଫେଇ କରିଛନ୍ତି ମନ୍ତ୍ରୀ । ଏହାସହ ଗୋପ ମେଡ଼ିକାଲକୁ ମଧ୍ୟରେ ସହଯୋଗୀଙ୍କ ସଫେଇ କରିଛନ୍ତି ମନ୍ତ୍ରୀ ।

କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଆୟୋଜନ କରାଯାଉଥିବା ଜନ ସମ୍ପର୍କ ପଦଯାତ୍ରା ପରିବର୍ତ୍ତେ ସେବା କାର୍ଯ୍ୟକ୍ରମ କରିବା ଲାଗି ଦଳ ନିଷ୍ପତ୍ତି ନେଇଛି । ସେବା କାର୍ଯ୍ୟକ୍ରମ ମାଧ୍ୟମରେ ଦୀର୍ଘ ଏକ ମାସ ଧରି ପଞ୍ଚାୟତ ସ୍ତରରୁ ଆରମ୍ଭ କରି ବ୍ଳକ ସ୍ତରରେ ବିଭିନ୍ନ ସାମାଜିକ ସେବା କାର୍ଯ୍ୟକ୍ରମ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.