ETV Bharat / city

ଏମ୍ସରେ ପ୍ରଦୀପ୍ତଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର, ପଚାରି ବୁଝିଲେ ସ୍ବାସ୍ଥ୍ୟବସ୍ଥା

author img

By

Published : Aug 22, 2021, 12:03 PM IST

ଭୁବନେଶ୍ବର ଏମ୍ସରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପଚାରି ବୁଝିଲେ ସ୍ବାସ୍ଥ୍ୟବସ୍ଥା । ଅଧିକ ପଢନ୍ତୁ...

ଏମ୍ସରେ ପ୍ରଦୀପ୍ତଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର, ପଚାରି ବୁଝିଲେ ସ୍ବାସ୍ଥ୍ୟବସ୍ଥା
ଏମ୍ସରେ ପ୍ରଦୀପ୍ତଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର, ପଚାରି ବୁଝିଲେ ସ୍ବାସ୍ଥ୍ୟବସ୍ଥା

ଭୁବନେଶ୍ବର: ସୁସ୍ଥ ହେଉଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ । ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ସୁଧାର ଆସିଥିଲେ ବି ସେ ଏବେ ସମ୍ପୂର୍ଣ୍ଣ ବିପଦମୁକ୍ତ ନୁହଁନ୍ତି । ଏନେଇ ଭୁବନେଶ୍ବର ଏମ୍ସରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କୁ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭେଟିଛନ୍ତି।

ତାଙ୍କ ସ୍ୱାସ୍ଥ୍ୟଗତ ବ୍ୟବସ୍ଥା ପଚାରି ବୁଝିବା ସହ ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ସହ ଆଲୋଚନା ମଧ୍ୟ କରିଥିଲେ। ସୂଚନାଯୋଗ୍ୟ ଯେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଦୀର୍ଘ ଦିନ ଧରି କୋଭିଡରେ ଆକ୍ରାନ୍ତ ହୋଇ ଭୁବନେଶ୍ଵର ଏମ୍ସରେ ଚିକିତ୍ସିତ ହେଉଛନ୍ତି ।

ଭୁବନେଶ୍ବରରୁ ମନୋରଞ୍ଜନ ଶଙ୍ଖୁଆ,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.