ETV Bharat / city

ନବୀନଙ୍କ ନୂଆ ଟିମ୍‌ରେ ୨୧ ମନ୍ତ୍ରୀ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ ? - ନବୀନଙ୍କ ନୂଆ ଟିମ୍‌ରେ ୨୧ ମନ୍ତ୍ରୀ

21 ଜଣ ମନ୍ତ୍ରୀଙ୍କୁ ନେଇ ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳ ଗଠନ ହୋଇଛି । ଜାଣନ୍ତୁ କାହାକୁ କେଉଁ ବିଭାଗର ମନ୍ତ୍ରୀ ପଦ ଦିଆଯାଇଛି । ପଢ଼ନ୍ତୁ ସମ୍ପୂର୍ଣ୍ଣ ବିବରଣୀ

ନବୀନଙ୍କ ନୂଆ ଟିମ୍‌ରେ ୨୧ ମନ୍ତ୍ରୀ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ ?

author img

By

Published : Jun 5, 2022, 3:44 PM IST

Updated : Jun 5, 2022, 4:09 PM IST

ଭୁବନେଶ୍ବର: 21 ଜଣ ମନ୍ତ୍ରୀଙ୍କୁ ନେଇ ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳ ଗଠନ ହୋଇଛି । ଏହାପରେ ପ୍ରତ୍ୟେକ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରାଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନୂଆମନ୍ତ୍ରୀଙ୍କୁ ଲୋକସେବା ଭବନର କନଭେନସନ ହଲ୍‌ରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।

ମୋଟ ୧୩ କ୍ୟାବିନେଟ୍ ମନ୍ତ୍ରୀ ଓ ୮ ରାଷ୍ଟ୍ରପାହ୍ୟାମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରାଯାଇଛି । ଜାଣନ୍ତୁ କାହାକୁ କେଉଁ ବିଭାଗର ମନ୍ତ୍ରୀ ପଦ ଦିଆଯାଇଛି ।

ନବୀନଙ୍କ ନୂଆ ଟିମ୍‌ରେ ୨୧ ମନ୍ତ୍ରୀ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ ?
ନବୀନଙ୍କ ନୂଆ ଟିମ୍‌ରେ ୨୧ ମନ୍ତ୍ରୀ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ ?

କ୍ୟାବିନେଟ୍‌ ମନ୍ତ୍ରୀ

  • ଜଗନ୍ନାଥ ସାରକା- ଅନୁସୂଚିତ ଜାତି ଓ ଜନଜାତି ବିକାଶ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ
  • ନିରଞ୍ଜନ ପୂଜାରୀ- ଅର୍ଥ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ
  • ରଣେନ୍ଦ୍ର ପ୍ରତାପ ସ୍ବାଇଁ- କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ।
  • ପ୍ରଦୀପ କୁମାର ଅମାତ- ଜଙ୍ଗଲ ଓ ପରିବେଶ, ପଞ୍ଚାୟତିରାଜ ପାନୀୟ ଜଳ ଓ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ
  • ପ୍ରମିଳା ମଲ୍ଲିକ- ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ
  • ଉଷା ଦେବୀ- ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ
  • ପ୍ରଫୁଲ୍ଲ କୁମାର ମଲ୍ଲିକ- ଇସ୍ପାତ୍‌ ଓ ଖଣି, ପୂର୍ତ୍ତ ବିଭାଗ ମନ୍ତ୍ରୀ
  • ପ୍ରତାପ କେଶରୀ ଦେବ- ଶକ୍ତି, ଶିଳ୍ପ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ
  • ଅତନୁ ସବ୍ୟସାଚୀ ନାୟକ- ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ବିଭାଗ ମନ୍ତ୍ରୀ
  • ନବ କିଶୋର ଦାସ- ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ
  • ଟୁକୁନୀ ସାହୁ- ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ

ଅଶୋକ ଚନ୍ଦ୍ର ପଣ୍ଡା- ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ

ରାଜେନ୍ଦ୍ର ଢୋଲକିଆ- ଯୋଜନା ଓ ସଂଯୋଜନା ମନ୍ତ୍ରୀ

ରାଷ୍ଟ୍ରମନ୍ତ୍ରୀ(ସ୍ବାଧୀନ)

  • ସମୀର ରଞ୍ଜନ ଦାଶ- ସ୍କୁଲ୍‌ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ
  • ଅଶ୍ବିନୀ କୁମାର ପାତ୍ର- ପର୍ଯ୍ୟଟନ, ଭାଷା, ସାହିତ୍ୟ ଓ ସଂସ୍କୃତି, ଅବକାରୀ ବିଭାଗ ମନ୍ତ୍ରୀ
  • ପ୍ରୀତିରଞ୍ଜନ ଘଡ଼ାଇ-ଗ୍ରାମୀଣ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗମନ୍ତ୍ରୀ
  • ଶ୍ରୀକାନ୍ତ ସାହୁ- ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ(ESI)
  • ତୁଷାରକାନ୍ତି ବେହେରା- ଇଲେକ୍ଟ୍ରୋନିକ୍ସ୍, ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ, କ୍ରୀଡ଼ା ଓ ଯୁବ ସେବା
  • ରୋହିତ ପୂଜାରୀ- ଉଚ୍ଚଶିକ୍ଷା ମନ୍ତ୍ରୀ
  • ରୀତା ସାହୁ- ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ
  • ବାସନ୍ତି ହେମ୍ବ୍ରମ- ମହିଳା ଓ ଶିଶୁ ସୁରକ୍ଷା ଓ ମିଶନ ଶକ୍ତି ବିଭାଗ ମନ୍ତ୍ରୀ

ରାଷ୍ଟ୍ରମନ୍ତ୍ରୀ

  • ତୁଷାରକାନ୍ତି ବେହେରା- ଗୃହମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ମନ୍ତ୍ରିମଣ୍ଡଳରେ ଦୁଇଜଣଙ୍କୁ ନିଜର ପୂର୍ବ ବିଭାଗରେ ଦାୟିତ୍ବ ଦିଆଯାଇଛି । ସେମାନେ ହେଲେ ସ୍କୁଲ୍‌ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ । ସେପଟେ ପୂର୍ବରୁ ବିବାଦରେ ଛନ୍ଦି ହୋଇ ରହିଥିବା ମନ୍ତ୍ରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବିଦା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Last Updated : Jun 5, 2022, 4:09 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.