ETV Bharat / city

Soumya Ranjan Suicide case: 3 ସପ୍ତାହରେ କାର୍ଯ୍ୟାନୁଷ୍ଠାନ ନେବାକୁ ଡିସିପିଙ୍କୁ ନିର୍ଦ୍ଦେଶ - ମଡେଲ ସୌମ୍ୟରଞ୍ଜନ ପାଣିଗ୍ରାହୀ ଆତ୍ମହତ୍ୟା ଘଟଣାରେ

ବହୁଚର୍ଚ୍ଚିତ ମଡେଲ ସୌମ୍ୟରଞ୍ଜନ ପାଣିଗ୍ରାହୀ ମୃତ୍ୟୁ ମାମଲା । ମାମଲରେ ଆଜି ହାଇକୋର୍ଟରେ ଶୁଣାଣି ହୋଇଛି। ଶୁଣାଣି କରି ଆଇନ ଅନୁଯାୟୀ ୩ ସପ୍ତାହ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଅଧିକ ପଢନ୍ତୁ

Model Soumya Ranjan Suicide case
Model Soumya Ranjan Suicide case
author img

By

Published : Feb 23, 2022, 8:58 PM IST

କଟକ: ବହୁଚର୍ଚ୍ଚିତ ମଡେଲ ସୌମ୍ୟରଞ୍ଜନ ପାଣିଗ୍ରାହୀ ମୃତ୍ୟୁ ମାମଲା । ମାମଲରେ ଆଜି ହାଇକୋର୍ଟରେ ଶୁଣାଣି ହୋଇଛି। ଶୁଣାଣି କରି ଆଇନ ଅନୁଯାୟୀ ୩ ସପ୍ତାହ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

3 ସପ୍ତାହରେ କାର୍ଯ୍ୟାନୁଷ୍ଠାନ ନେବାକୁ ଡିସିପିଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର ଡିସିପିଙ୍କୁ ନିର୍ଦ୍ଦେଶ ଦେଇ ଓଡିଶା ହାଇକୋର୍ଟ କହିଛନ୍ତି ଆଇନ ଅନୁଯାୟୀ ୩ ସପ୍ତାହ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ । ଗତ ଜାନୁଆରୀ ୩୦ ଭୁବନେଶ୍ବର କଳାରାହଙ୍ଗରେ ସୌମ୍ୟ ଆତ୍ମହତ୍ୟା କରିଥିଲେ। ତାଙ୍କ ମୃତ୍ୟୁ ପାଇଁ ତାଙ୍କର ପ୍ରେମିକାଙ୍କୁ ସେ ଦାୟୀ କରିଥିଲେ। ଫେବ୍ରୁଆରୀ ୨ ରେ ଇନଫୋସିଟି ଥାନା ଓ ଫେବୃଆରୀ ୧୯ ରେ ଭୁବନେଶ୍ବର ଡିସିପିଙ୍କ ନିକଟରେ ଅଭିଯୋଗ କରିଥିଲେ ସୌମ୍ୟଙ୍କ ଭଉଣୀ।

ସମସ୍ତ ପ୍ରମାଣ ଥାଇ ମଧ୍ୟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନଥିବାରୁ ହାଇକୋର୍ଟରେ ମାମଲା ରୁଜୁ କରିଥିଲେ ଆବେଦନକାରୀଙ୍କ ପରିବାର ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.