ETV Bharat / city

ଲିଙ୍ଗରାଜଙ୍କୁ ଦର୍ଶନ କଲେ ସାଂସଦ ଅପରାଜିତା - ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ

ଶିବରାତ୍ରି ଅବସରରେ ଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ । ଅଧିକ ପଢନ୍ତୁ...

mp-aparajiata-sarangi-at-lingaraj-temple
ଲିଙ୍ଗରାଜଙ୍କୁ ଦର୍ଶନ କଲେ ସାଂସଦ ଅପରାଜିତା
author img

By

Published : Feb 21, 2020, 3:33 PM IST

ଭୁବନେଶ୍ବର: ଶିବରାତ୍ରି ଅବସରରେ ଲିଙ୍ଗରାଜ ମନ୍ଦିରରେ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ । ଭୁବନେଶ୍ବର ସାଂସଦ ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବା ସହ ଆଶୀର୍ବାଦ ଭିକ୍ଷା କରିଛନ୍ତି । ଏହା ସହ ମନ୍ଦିରରେ ନିଆଯାଇଥିବା ପଦକ୍ଷେପକୁ ପ୍ରଶଂସା କରିଛନ୍ତି ।

ଲିଙ୍ଗରାଜଙ୍କୁ ଦର୍ଶନ କଲେ ସାଂସଦ ଅପରାଜିତା

ଏହି ଅବସରରେ ସାଂସଦ ଅପରାଜିତା ଷଡଙ୍ଗୀ ଭୁବନେଶ୍ବରବାସୀ ତଥା ଓଡ଼ିଶାର ଜନସାଧାରଣଙ୍କ ମଙ୍ଗଳ କାମନା କରିଛନ୍ତି । ପ୍ରଶାସନ ପକ୍ଷରୁ ଲିଙ୍ଗରାଜ ମନ୍ଦିରରେ ମହାଶିବରାତ୍ରିରେ ନିଆଯାଇଥିବା ସମସ୍ତ ପଦକ୍ଷେପ ସ୍ବାଗତଯୋଗ୍ୟ ସେ ପ୍ରକାଶ କରିଛନ୍ତି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.