ETV Bharat / city

ଧଉଳି ଶାନ୍ତିସ୍ତୁପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା - Naveen Patnaik

ସାଂସଦ ଅପରାଜିତା ଷଡ଼ଙ୍ଗୀ ଐତିହାସିକ ଧଉଳି ଶାନ୍ତିସ୍ତୁପର ସାମଗ୍ରିକ ବିକାଶ ଏବଂ ରକ୍ଷଣାବେକ୍ଷଣ ବିଷୟ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ।

ଧଉଳି ଶାନ୍ତିସ୍ତୁପ
ଧଉଳି ଶାନ୍ତିସ୍ତୁପ
author img

By

Published : Nov 24, 2020, 10:53 AM IST

ଭୁବନେଶ୍ବର: ସାଂସଦ ଅପରାଜିତା ଷଡ଼ଙ୍ଗୀ ଐତିହାସିକ ଧଉଳି ଶାନ୍ତି ସ୍ତୁପର ସାମଗ୍ରିକ ବିକାଶ ଏବଂ ରକ୍ଷଣାବେକ୍ଷଣ ବିଷୟ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି । ବିଶେଷକରି ରକ୍ଷଣାବେକ୍ଷଣ ଅଭାବ ଯୋଗୁଁ ଏହି ଐତିହ୍ୟ ଆଜି ସଂକଟରେ । ଅନେକ ସ୍ଥାନରେ ଫାଟ ସୃଷ୍ଟି ହେଲାଣି । ଏବେ ମରାମତି ନକଲେ ଆଗକୁ ସ୍ଥିତି ଗମ୍ଭୀର ହେବ । ପର୍ଯ୍ୟଟନ ଦୃଷ୍ଟିରୁ ଏହା ଉପରେ ଦୃଷ୍ଟି ଦେବାକୁ ସେ କହିଛନ୍ତି ।

ଧଉଳି ଶାନ୍ତିସ୍ତୁପକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା

କଳିଙ୍ଗ ନିପନ ବୁଦ୍ଧ ସଂଘର ଆଗ୍ରହ କ୍ରମେ ସାଂସଦ ମହୋଦୟା ଗତ 15ରେ ଧଉଳି ପରିଦର୍ଶନ କରି ସମସ୍ତ ସମସ୍ୟା ବୁଲି ଦେଖିବା ସହ ଆବଶ୍ୟକୀୟ ସମାଧାନ ପାଇଁ ପ୍ରୟାସ ଜାରି ରଖିଛନ୍ତି ବୋଲି କହିଛନ୍ତି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.