ETV Bharat / city

ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ

ତୃତୀୟ ପର୍ଯ୍ୟାୟ ମତଦାନ ନିମନ୍ତେ ୪୨ ଗୋଟି ବିଧାନସଭା ଓ ୬ଗୋଟି ଲୋକସଭା ଆସନ ପାଇଁ ଗୁରୁବାର ବିଜ୍ଞାପ୍ତି ପ୍ରକାଶ ପାଇଛି।

author img

By

Published : Mar 29, 2019, 6:29 AM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ୱର

ଭୁବନେଶ୍ୱର: ଆଦର୍ଶ ଆଚରଣ ବିଧି ଉଲଙ୍ଘନ କରି ସର୍ବସାଧାରଣ ସ୍ଥାନରେ ଲାଗିଥିବା ୭ ଲକ୍ଷ ୧୧ ହଜାର ୭୩୮ଟି ହୋର୍ଡିଂ, ପୋଷ୍ଟର ଆଦିକୁ ହଟାଇ ଦିଆଯାଇଛି । ସେହିପରି ଏପର୍ଯ୍ୟନ୍ତ ବ୍ୟକ୍ତିଗତ ମାଲିକାନାରେ ଥିବା ସ୍ଥାନରେ ବେଆଇନ୍‌ ଭାବେ ଲାଗିଥିବା ୭୦ ହଜାର ୩୯୩ଟି ହୋର୍ଡିଂ, ପୋଷ୍ଟର ଆଦିକୁ ମଧ୍ୟ ବାହାର କରିଦିଆଯାଇଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ୱର

ତୃତୀୟ ପର୍ଯ୍ୟାୟ ମତଦାନ ନିମନ୍ତେ ୪୨ ଗୋଟି ବିଧାନସଭା ଓ ୬ଗୋଟି ଲୋକସଭା ଆସନ ପାଇଁ ଗୁରୁବାର ବିଜ୍ଞାପ୍ତି ପ୍ରକାଶ ପାଇଛି। ପ୍ରଥମ ଦିନରେ ଲୋକସଭା ପାଇଁ କୌଣସି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିନଥିବା ବେଳେ ୬୩-ଆଠମଲ୍ଲିକ, ୧୧୦-ପିପିଲି ଓ ୧୧୩-ଭୁବନେଶ୍ୱର(ଉତ୍ତର) ବିଧାନସଭା ପାଇଁ ଜଣେ ଲେଖାଏଁ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ରାଜ୍ୟସ୍ତରୀରେ ଖୋଲାଯାଇଥିବା ନିୟନ୍ତ୍ରଣ କକ୍ଷ ଟେଲିଫୋନ ନଂ ୦୬୭୪-୨୩୯୫୦୧୫କୁ ବର୍ତ୍ତମାନ ସୁଦ୍ଧା୪୦୩ଟି କଲ୍‌ କରାଯାଇ ନିର୍ବାଚନ ସଂପର୍କିତ ବିଭିନ୍ନ ଅଭିଯୋଗ ବା ସୂଚନା ମିଳିଛି ଯାହା ମଧ୍ୟରୁ ୧୮୩ଟି ଅଭିଯୋଗର
ସମାଧାନ ପାଇଁ ଜିଲ୍ଲାସ୍ତରକୁ ପଠାଯାଇଛି। ରାଜ୍ୟସ୍ତରୀୟ ଭୋଟର ହେଲପ୍‌ ଲାଇନ୍‌ ନଂ-୧୯୫୦କୁ ଏଯାଏଁ ୧୧୯୩୬ଟି ଅଭିଯୋଗ ଗ୍ରହଣ କରାଯାଇ ତାହାର ତ୍ୱରିତ ସମାଧାନ କରାଯାଇଛି। ସି-ଭିଜିଲ୍‌ ଆପ୍‌ ମାଧ୍ୟମରେ ବର୍ତ୍ତମାନ ସୁଦ୍ଧା ୪୦୦ଗୋଟି ଅଭିଯୋଗ ଗ୍ରହଣ କରାଯାଇ ସେଥି ମଧ୍ୟରୁ ୩୫୧ଗୋଟି ଅଭିଯୋଗର ସମାଧାନ କରାଯାଇଛି।

ଭୁବନେଶ୍ୱରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

Intro:Body:

gfg

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.