ETV Bharat / city

ଡିଜିଟାଲ ହେବ ଓଡିଶା

ଓଡିଶାକୁ ଡିଜିଟାଲ କରିବା ପାଇଁ ବଜେଟରେ ବ୍ୟୟବରାଦ କରାଯାଇଛି । ସୂଚନା ଓ ପ୍ରଯୁକ୍ତି ବିଦ୍ୟାର ପ୍ରସାର ପାଇଁ ୭୦ କୋଟି ଟଙ୍କା ବଜେଟରେ ରହିଛି ।

author img

By

Published : Jun 28, 2019, 8:11 PM IST

ଡିଜାଇନ ଫଟୋ

ଭୁବନେଶ୍ବର: ଶୁକ୍ରବାର ସନ୍ଧ୍ୟା 5ଟାରେ ବିଧାନସଭାରେ ଆଗତ ହୋଇଛି ରାଜ୍ୟ ବଜେଟ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହାକୁ ଗୃହରେ ଆଗତ କରିଛନ୍ତି । ନିର୍ବାଚନ ପରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରାଯାଇଛି । ଓଡିଶାକୁ ଡିଜିଟାଲ କରିବା ପାଇଁ ବଜେଟରେ ବ୍ୟୟବରାଦ କରାଯାଇଛି ।

ତେବେ ଚଳିତ ବଜେଟରେ ସୂଚନା ଓ ପ୍ରଯୁକ୍ତି ବିଦ୍ୟାକୁ ମଧ୍ୟ ଗୁରୁତ୍ବ ଦିଆଯାଇଛି । ସୂଚନା ଓ ପ୍ରଯୁକ୍ତି ବିଦ୍ୟାର ପ୍ରସାର ପାଇଁ ୭୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ତେବେ ଡିଜିଟାଲ କ୍ଷେତ୍ରରେ ମହିଳାଙ୍କୁ ସଶକ୍ତ କରିବା ପାଇଁ ମୋବାଇଲ କିଣିବାକୁ 3 ହଜାର ଟଙ୍କାର ସହାୟତା କରାଯିବ ବୋଲି ବଜେଟରେ ବ୍ୟବସ୍ଥା କରାଯାଇଛି ।

Intro:Body:

wrwe

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.