ଭୁବନେଶ୍ବର: ମୋଦି ସରକାରଙ୍କ 8 ବର୍ଷ ପୂର୍ତ୍ତି ଅବସରରେ ଆଜି ବିଜେପି ଦଳୀୟ କାର୍ଯ୍ୟାଳୟରେ ସ୍ୱାସ୍ଥ୍ୟ କର୍ମୀଙ୍କୁ ସମ୍ବର୍ଦ୍ଧନା କରିଛି ଦଳ ।
କୋଭିଡ ମହାମାରୀ ସମୟରେ ସ୍ବାସ୍ଥ୍ୟ କର୍ମୀ ତଥା କୋଭିଡ ଯୋଦ୍ଧାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା । ଏହି କାର୍ଯ୍ୟକ୍ରମରେ ବିଜେପି ସାଂସଦ ଜୁଏଲ ଓରାମ ଉପସ୍ଥିତ ଥିଲେ । ସାରା ଦେଶରେ ଏହି କାର୍ଯ୍ୟକ୍ରମ କରୁଛି ବିଜେପି ।
ଇଟିଭି ଭାରତ, ଭୁବନେଶ୍ୱର