ETV Bharat / city

ପବିତ୍ର ଇଦ୍‌ର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

author img

By

Published : May 25, 2020, 10:13 AM IST

ମୁସଲମାନ ସମ୍ପ୍ରଦାୟର ପବିତ୍ର ପର୍ବ ଇଦ୍‌ର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ବିଟ ଜରିଆରେ ଶୁଭେଚ୍ଛା ଜଣାଇବା ସହ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ...

ପବିତ୍ର ଇଦ୍‌ର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ପବିତ୍ର ଇଦ୍‌ର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ସାରା ଦେଶରେ ପାଳନ ହେଉଛି ମୁସଲମାନ ସମ୍ପ୍ରଦାୟର ପବିତ୍ର ପର୍ବ ଇଦ୍‌ । ଏହି ଅବସରରେ ରାଜ୍ୟବାସୀଙ୍କୁ ଇଦ୍‌ର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟ୍ବିଟ ଜରିଆରେ ଶୁଭେଚ୍ଛା ଜଣାଇବା ସହ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି ।

ତେବେ ମହାମାରୀ କୋରୋନା ଏଥରର ଇଦ୍‌କୁ ଫିକା ପକାଇଦେଇଛି । ସଂକ୍ରମଣର ବିପଦ ରହିଥିବାରୁ ମସଜିଦରେ ସମୂହ ନମାଜପାଠ ଉପରେ ରୋକ ଲଗାଇଛନ୍ତି ସରକାର । ସମସ୍ତଙ୍କୁ ଘରେ ରହି ନମାଜ ପାଠ କରିବାକୁ ପରାମର୍ଶ ଦିଆଯାଇଛି ।

ଭୁବନେଶ୍ବରରୁ ତପନ କୁମାର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.