ETV Bharat / city

ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇଲେ ମୁଖ୍ୟମନ୍ତ୍ରୀ - kartika purnima

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ବିଟ କରି ମୁଖ୍ୟମନ୍ତ୍ରୀ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇଛନ୍ତି । ଅଧିକ ପଢନ୍ତୁ...

ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇଲେ ମୁଖ୍ୟମନ୍ତ୍ରୀ

author img

By

Published : Nov 30, 2020, 9:54 AM IST

ଭୁବନେଶ୍ବର: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଓଡିଶାରେ ଏହାକୁ ଗଣପର୍ବ ଭାବେ ପାଳନ କରାଯାଏ। ଏହି ଅବସରରେ ରାଜ୍ୟବାସୀଙ୍କୁ ବୋଇତ ବନ୍ଦାଣ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇଲେ ମୁଖ୍ୟମନ୍ତ୍ରୀ
ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଟ୍ବିଟ କରି ଲେଖିଛନ୍ତି, ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ । ଆମ ସାଧବ ପୁଅଙ୍କ ଗୌରବମୟ ନୌବାଣିଜ୍ୟ ଗାଥାକୁ ସ୍ମରଣ କରି ଆସନ୍ତୁ ଓଡ଼ିଶାର ପ୍ରଗତି ଓ ସମୃଦ୍ଧି ପାଇଁ ସଭିଏଁ ଏକ ହୋଇ ଆଗକୁ ବଢ଼ିବା ।

ରାସ ପୂର୍ଣ୍ଣିମା ପାଇଁ ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି । ବିଭିନ୍ନ ଜଳାଶୟକୁ ନ ଆସିବାକୁ ଲୋକଙ୍କୁ ଅପିଲ୍‌ କରିଥିଲା ପ୍ରଶାସନ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.