ETV Bharat / city

ରାଜ୍ୟବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଦେଲେ ନବୀନ

author img

By

Published : Jan 1, 2021, 10:25 AM IST

Updated : Jan 1, 2021, 12:46 PM IST

ମୁଖ୍ୟମନ୍ତ୍ରୀ ଟ୍ବିଟ କରି ଓଡିଶାବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ଏହାସହ ରାଜ୍ୟର ଦ୍ରୁତ ପ୍ରଗତି ଏବଂ ସମସ୍ତଙ୍କ ସୁଖମୟ ଜୀବନ କାମନା କରିଛନ୍ତି। ଅଧିକ ପଢନ୍ତୁ...

ଓଡିଶାବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ବର: ଆଜି ଇଂରାଜୀ ନବବର୍ଷର ପ୍ରଥମ ଦିନ । କୋରୋନା କାଳ ସମ୍ପୂର୍ଣ୍ଣ ନିସ୍ତେଜ ହୋଇନଥିବା ବେଳେ ନୂଆ କିଛି ସମ୍ଭାବନା ନେଇ ଆସିଛି ନବବର୍ଷ। ସମସ୍ତଙ୍କ ମନରେ ଉଙ୍କି ମାରୁଛି ନୂଆ ଆଶା ଓ ଉଦ୍ଦୀପନା। ତେବେ ସମସ୍ତଙ୍କ ପରି ରାଜ୍ୟ ମୁଖିଆ ନବୀନ ମଧ୍ୟ ପୁରୁଣା ବର୍ଷକୁ ବିଦାୟ ଦେଇ ଓ ନୂଆ ବର୍ଷକୁ ସ୍ବାଗତ କରିଛନ୍ତି ।

  • ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ରାଜ୍ୟବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇନ୍ତି। ବର୍ଷ ୨୦୨୧ରେ କରୋନା ସଙ୍କଟ ଦୂର ହେବା ସହ ରାଜ୍ୟର ଦ୍ରୁତ ପ୍ରଗତି ଏବଂ ସମସ୍ତଙ୍କ ସୁଖମୟ ଜୀବନ କାମନା କରିଛନ୍ତି।#HappyNewYear2021 pic.twitter.com/fSpf4j9gme

    — CMO Odisha (@CMO_Odisha) January 1, 2021 " class="align-text-top noRightClick twitterSection" data=" ">
  • ନୂତନ ବର୍ଷରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁଙ୍କ କୃପାରୁ ବର୍ଷ ୨୦୨୧ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ପ୍ରଗତିର ବର୍ଷ ହେଉ।
    Wish all of you a very #HappyNewYear and wish everyone’s lives are filled with hope, peace and prosperity in the new year of 2021.#JaiJagannatha pic.twitter.com/AeoTp3Zncv

    — Naveen Patnaik (@Naveen_Odisha) January 1, 2021 " class="align-text-top noRightClick twitterSection" data=" ">

ମୁଖ୍ୟମନ୍ତ୍ରୀ ଟ୍ବିଟ କରି ଓଡିଶାବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇନ୍ତି। ବର୍ଷ ୨୦୨୧ରେ କୋରୋନା ସଙ୍କଟ ଦୂର ହେବା ସହ ରାଜ୍ୟର ଦ୍ରୁତ ପ୍ରଗତି ଏବଂ ସମସ୍ତଙ୍କ ସୁଖମୟ ଜୀବନ କାମନା କରିଛନ୍ତି।

Last Updated : Jan 1, 2021, 12:46 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.