ETV Bharat / city

ଧାନ କିଣାରେ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ ମୁଖ୍ୟମନ୍ତ୍ରୀ ନବୀନ

author img

By

Published : Oct 10, 2021, 5:19 PM IST

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ସିଏମ ନବୀନ । ଆସନ୍ତା ଖରିଫ ଋତୁରେ ଧାନ କିଣା ସମ୍ପର୍କରେ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ...

ଧାନ କିଣାରେ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ ନବୀନ

ଭୁବନେଶ୍ବର: ଧାନ କିଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହସ୍ତକ୍ଷେପ ଲୋଡିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ସିଏମ ନବୀନ । ଆସନ୍ତା ଖରିଫ ଋତୁରେ ଧାନ କିଣା ସମ୍ପର୍କରେ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟର ବଳକା ଉଷୁନା ଚାଉଳ କେନ୍ଦ୍ର ସରକାର ନେବାକୁ ଚିଠିରେ ଉଲ୍ଲେଖ କରିଛନ୍ତି ନବୀନ । ସେହିପରି ଧାନ କିଣା ନେଇ ଡିଏଫପିଡିଙ୍କୁ ନିର୍ଦ୍ଦେଶ ଦେବାକୁ ଚିଠିରେ ଉଲ୍ଲେଖ ରହିଛି । ଏହି ସବୁ ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଛନ୍ତି ଓଡିଶା ସରକାର । ୨୦୨୧-୨୨ରେ ଉତ୍ପାଦନ ହେବ ୫୨ ଲକ୍ଷ ମେଟ୍ରିକ ଟନ ଚାଉଳ। ଏଥିମଧ୍ୟରୁ ୨୮ ଲକ୍ଷ ମେଟ୍ରିକ ଟନ ଚାଉଳ ବଳକା ରହିବ ବୋଲି କୁହାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.