ETV Bharat / city

STATE CORONA: ଦିନକରେ ୧୮୬୪ ପଜିଟିଭ ଚିହ୍ନଟ - ରାଜ୍ୟ କୋରୋନା

୨୪ ଘଣ୍ଟା ମଧ୍ୟରେ ଆଜି ରାଜ୍ୟରେ ୧୮୬୪ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ...

STATE CORONA: ଦିନକରେ ୧୮୬୪ ଜିଟିଭ ଚିହ୍ନଟ
STATE CORONA: ଦିନକରେ ୧୮୬୪ ଜିଟିଭ ଚିହ୍ନଟ
author img

By

Published : Jul 24, 2021, 8:54 AM IST

ଭୁବନେଶ୍ବର: ରାଜ୍ୟରେ ପୁଣି ହ୍ରାସ ପାଇଲା କୋରୋନାର ଦୈନିକ ସଂକ୍ରମଣ । ୨୪ ଘଣ୍ଟା ମଧ୍ୟରେ ଆଜି ରାଜ୍ୟରେ ୧୮୬୪ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୧୦୮୨ ଜଣ କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୭୮୨ଟି ଲୋକାଲ କେସ ରହିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୬୫ ହଜାର ୭୧୫ରରେ ପହଞ୍ଚିଛି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୯୬ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୬୯, ବାଲେଶ୍ବରରୁ୧୧୪, ବରଗଡ଼ରୁ ୨୪, ଭଦ୍ରକରୁ ୬୫, ବଲାଙ୍ଗୀରରୁ ୫, ବୌଦ୍ଧରୁ ୩, କଟକରୁ ୨୨୧, ଦେବଗଡ଼ରୁ ୬ ଢେଙ୍କାନାଳରୁ ୮୪, ଗଜପତିରୁ ୩, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ୮୯, ଯାଜପୁରରୁ ୧୦୭, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୭, କନ୍ଧମାଳରୁ ୧୬, କେନ୍ଦ୍ରାପଡ଼ାରୁ ୫୯, କେନ୍ଦୁଝରରୁ ୪୪, କୋରାପୁଟରୁ ୭, ମାଲକାନଗିରିରୁ ୧୨, ମୟୂରଭଞ୍ଜରୁ ୫୭, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୬୬, ନୂଆପଡ଼ାରୁ ୯, ପୁରୀରୁ ୫୯, ରାୟଗଡ଼ାରୁ ୨୪, ସମ୍ବଲପୁରରୁ ୩୪, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୫୬, ଷ୍ଟେଟ ପୁଲ୍‌ରୁ ୧୦୦ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.