ETV Bharat / city

ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ କୋରୋନା - ଭୁବନେଶ୍ବର ଖବର

ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ କୋରୋନା

author img

By

Published : Sep 7, 2020, 2:47 PM IST

Updated : Sep 7, 2020, 9:57 PM IST

21:35 September 07

ସଂସ୍କୃତି ମନ୍ତ୍ରୀଙ୍କ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀଙ୍କ ଟ୍ବିଟ
ମୁଖ୍ୟମନ୍ତ୍ରୀଙ୍କ ଟ୍ବିଟ

14:40 September 07

ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ କୋରୋନା

ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ କୋରୋନା
ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ କୋରୋନା

ଭୁବନେଶ୍ବର: ରାଜ୍ୟର ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କୋରୋନା ପଜିଟିଭ ଚିହ୍ନଟ । ଏନେଇ ଟ୍ବିଟ କରି ସୂଚନା ଦେଇଛନ୍ତି ମନ୍ତ୍ରୀ ।

ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଟ୍ବିଟ କରି ଲେଖିଛନ୍ତି ଯେ ମାର୍ଚ୍ଚ ମାସରୁ ବର୍ତ୍ତମାନ ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟ ସହ ଜନସେବା କରିଆସୁଛି । ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ କ୍ରମେ କଠିନ ପରିଶ୍ରମ କରିଛି । ଶେଷରେ କୋରୋନାରେ କବଳିତ ହେଲି । ଏଥିପାଇଁ ଗତ 7 ଦିନ ମଧ୍ୟରେ ଯେଉଁମାନେ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ ଆଇସୋଲେସନରେ ରହିବାକୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ ।

ଅନ୍ୟପକ୍ଷେ ସଂସ୍କୃତିମନ୍ତ୍ରୀଙ୍କ କୋରୋନା ପଜିଟିଭ ଚିହ୍ନଟ ପରେ ତାଙ୍କର ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ଟ୍ବିଟ କରି ଲେଖିଛନ୍ତି ଯେ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଜ୍ୟୋତିପ୍ରକାଶ ପଣିଗ୍ରାହୀ କୋଭିଡ ସଂକ୍ରମିତ ହୋଇଥିବା ଜାଣି ଫୋନ ଯୋଗେ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଅବଗତ ହେଲି। ତାଙ୍କ ଆଶୁ ଆରୋଗ୍ୟ ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Sep 7, 2020, 9:57 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.