ETV Bharat / city

ରାଜ୍ୟରେ ଖୋଲିବ ଅଙ୍ଗନବାଡି କେନ୍ଦ୍ର, ପ୍ରସ୍ତୁତି ଆରମ୍ଭ କଲେ ସରକାର - ଅଙ୍ଗନୱାଡି କେନ୍ଦ୍ର ଖୋଲିବା ପାଇଁ ପ୍ରକ୍ରିୟା ଆରମ୍ଭ

ଅଙ୍ଗନୱାଡି କେନ୍ଦ୍ର ଖୋଲିବା ପାଇଁ ପ୍ରସ୍ତୁତି ଆରମ୍ଭ କଲେ ରାଜ୍ୟ ସରକାର । ଆସନ୍ତା ୫ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ବିଭାଗର ନିର୍ଦ୍ଦେଶ । ଅଧିକ ପଢନ୍ତୁ

ରାଜ୍ୟରେ ଅଙ୍ଗନୱାଡି କେନ୍ଦ୍ର ଖୋଲିବା ପାଇଁ ପ୍ରକ୍ରିୟା ଆରମ୍ଭ

author img

By

Published : Feb 12, 2022, 12:23 PM IST

ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟରେ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଦୀର୍ଘ ୨ ବର୍ଷ ଧରି ବନ୍ଦ ଥିବା ଅଙ୍ଗନବାଡି କେନ୍ଦ୍ର ଖୋଲିବା ପାଇଁ ପ୍ରସ୍ତୁତି ଆରମ୍ଭ କଲେ ରାଜ୍ୟ ସରକାର । କେନ୍ଦ୍ର ଗୁଡିକର ସମସ୍ତ ଉପକରଣ ଯାଞ୍ଚ କରି ୫ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଅଙ୍ଗନବାଡି କେନ୍ଦ୍ର ଗୁଡିକ ୨ ବର୍ଷ ଧରି ବନ୍ଦ ଥିବାରୁ କ୍ୟାମ୍ପସ ସଫେଇ ଓ ଭିତ୍ତିଭୂମି ଯାଞ୍ଚ କରାଯିବ । ଏନେଇ ଫେବୁଆରୀ ୧୬ ତାରିଖ ସୁଦ୍ଧା ଅଙ୍ଗନବାଡି କେନ୍ଦ୍ର ଗୁଡିକର ପ୍ରସ୍ତୁତି ଉପରେ ଅଧିକାରୀ ଏବଂ ରିପୋର୍ଟ ପ୍ରଦାନ କରନ୍ତୁ ବୋଲି ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ର ଗୁଡିକକୁ ନିର୍ଦ୍ଦେଶ ଦିଆଯାଇଛି ।

ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.