ETV Bharat / city

କୋଟିଆ ପ୍ରସଙ୍ଗ, ସୁପ୍ରିମକୋର୍ଟରେ ରିଟ୍ ପିଟିସନ୍ ଦାଖଲ କରିବେ ରାଜ୍ୟ ସରକାର

author img

By

Published : Feb 9, 2021, 4:03 PM IST

Updated : Feb 9, 2021, 6:17 PM IST

କୋଟିଆ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଯିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହେଲା ପ୍ରକ୍ରିୟା । ଏନେଇ ମଙ୍ଗଳବାର ରାଜ୍ୟ ସରକାର ଶିବ ଶଙ୍କର ମିଶ୍ରଙ୍କୁ ଚିଠି ଲେଖି ଜଣାଇଛନ୍ତି ଯେ, କୋରାପୁଟ କୋଟିଆର 3 ଟି ଗ୍ରାମରେ ଆନ୍ଧ୍ରପ୍ରଦେଶ ଦ୍ବାରା କରାଯାଉଥିବା ପଞ୍ଚାୟତ ନିର୍ବାଚନକୁ ବନ୍ଦ କରିବା ନେଇ ସୁପ୍ରିମକୋର୍ଟରେ ଏକ ଆବେଦନ କରାଯିବ ।

ସୁପ୍ରିମକୋର୍ଟ ଯିବା ପାଇଁ ସରକାରଙ୍କ ପକ୍ଷରୁ ଆରମ୍ଭ ହେଲା ପ୍ରକ୍ରିୟା

ଭୁବନେଶ୍ବର: କୋଟିଆ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଯିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହେଲା ପ୍ରକ୍ରିୟା । ଏନେଇ ମଙ୍ଗଳବାର ଆଇନ ବିଭାଗ AOR (advocate on record) ଶିବ ଶଙ୍କର ମିଶ୍ରଙ୍କୁ ଚିଠି ଲେଖି ଜଣାଇଛନ୍ତି ଯେ, କୋରାପୁଟ କୋଟିଆର 3 ଟି ଗ୍ରାମରେ ଆନ୍ଧ୍ରପ୍ରଦେଶ ଦ୍ବାରା କରାଯାଉଥିବା ପଞ୍ଚାୟତ ନିର୍ବାଚନକୁ ବନ୍ଦ କରିବା ନେଇ ସୁପ୍ରିମକୋର୍ଟରେ ଏକ ଆବେଦନ କରାଯିବ । ତେବେ ଆନ୍ଧ୍ର ସରକାରଙ୍କ ପଦକ୍ଷେପକୁ ବିରୋଧ କରି ସୁପ୍ରିମକୋର୍ଟରେ ରାଜ୍ୟ ସରକାର ରିଟ୍ ପିଟିସନ୍ ଦାଖଲ କରିବେ ବୋଲି ସୂଚନା ରହିଛି ।

ଏନେଇ ମଙ୍ଗଳବାର ରାଜ୍ୟ ସରକାର ଶିବ ଶଙ୍କର ମିଶ୍ରଙ୍କୁ ଚିଠି ଲେଖି ଜଣାଇଛନ୍ତି ଯେ, କୋରାପୁଟ କୋଟିଆର 3 ଟି ଗ୍ରାମରେ ଆନ୍ଧ୍ରପ୍ରଦେଶ ଦ୍ବାରା କରାଯାଉଥିବା ପଞ୍ଚାୟତ ନିର୍ବାଚନକୁ ବନ୍ଦ କରିବା ନେଇ ସୁପ୍ରିମକୋର୍ଟରେ ଏକ ଆବେଦନ କରାଯିବ ।

AOR ଶିବ ଶଙ୍କର ମିଶ୍ର
AOR ଶିବ ଶଙ୍କର ମିଶ୍ର

ପ୍ରକାଶ ଥାଉକି, ସୋମବାର କୋଟିଆରେ ଆନ୍ଧ୍ରର ପଞ୍ଚାୟତ ନିର୍ବାଚନ ଘୋଷଣାକୁ ବିରୋଧ କରି ଓଡ଼ିଶା ସରକାର ସୁପ୍ରିମ‌େକାର୍ଟ ଯିବା ନେଇ ନିଷ୍ପତ୍ତି ନେଇଥିଲେ । ଏନେଇ ଆଇନଗତ ଦିଗ ତର୍ଜମା ପରେ ଏପରି ନିଷ୍ପତ୍ତି ନିଆଯିବ ବୋଲି ସୂଚନା ମିଳିଥିଲା।

ଏହି ପ୍ରସଙ୍ଗରେ ଆଇନଗତ ପଦକ୍ଷେପ ଗ୍ରହଣ ପାଇଁ ରାଜ୍ୟ ସରକାର ଆଡଭୋକେଟ ଜେନେରାଲଙ୍କ ମତାମତ ଲୋଡ଼ିଥିଲେ। ଏହି ପ୍ରସଙ୍ଗରେ ସୁପ୍ରିମକୋର୍ଟ ଯିବାକୁ ଆଡଭୋକେଟ ଜେନେରାଲ ଅଶୋକ କୁମାର ପରିଜା ନିଜ ମତରେ ସ୍ପଷ୍ଟ କରିଥିବା ବିଶ୍ବସ୍ତସୂତ୍ରରୁ ପ୍ରକାଶ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Feb 9, 2021, 6:17 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.