ETV Bharat / city

୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ! - ୟେଲୋ ୱାର୍ଣ୍ଣିଂ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା । ସେହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅଧିକ ପଢନ୍ତୁ...

୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା

author img

By

Published : Aug 3, 2021, 10:32 PM IST

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣବଳୟ ସକ୍ରିୟ ରହିଛି। ଯାହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଖୋର୍ଦ୍ଧା ଓ ପୁରୀରେ ଘଡଘଡି ସହ ବର୍ଷା ପବନ ସମ୍ଭାବନା ରହିଛି । ଏନେଇ ଏହିସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା

ବର୍ତ୍ତମାନ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି । ତେବେ ଆସନ୍ତାକାଲି(ବୁଧବାର) ବର୍ଷାର ପ୍ରଭାବ ବଢିବା ସହ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏଣୁ ଆସନ୍ତା ୭ ତାରିଖ ସକାଳ ପର୍ଯ୍ୟନ୍ତ ସେହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.