ETV Bharat / city

Odisha Corona Report: ଦିନକରେ ୨୧୮ ଆକ୍ରାନ୍ତ ଚିହ୍ନଟ, ୨ ମୃତ - ଓଡିଶା କୋରୋନା ପଜିଟିଭ ମାମଲା

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୨୧୮ କୋରୋନା ପଜିଟିଭ ଚିହ୍ନଟ (odisha corona cases) ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦, ୫୨,୧୪୫ରେ ପହଞ୍ଚିଛି । ଏହାଛଡା ରାଜ୍ୟରେ ଆଜି ୨ଜଣଙ୍କ ଜୀବନ ନେଇଛି କିଲର କୋରୋନା । ଅଧିକ ପଢନ୍ତୁ

ଦିନକରେ ୨୧୮ ଆକ୍ରାନ୍ତ ଚିହ୍ନଟ, ୨ ମୃତ
ଦିନକରେ ୨୧୮ ଆକ୍ରାନ୍ତ ଚିହ୍ନଟ, ୨ ମୃତ
author img

By

Published : Dec 15, 2021, 11:45 AM IST

ଭୁବନେଶ୍ବର: ରାଜ୍ୟରେ କମୁଛି ବଢୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୨୧୮ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି (odisha corona cases) । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୮ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ ରହିଥିବା ବେଳେ କ୍ବାରେଣ୍ଟାଇନରୁ ୧୨୭ ଓ ୯୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାବାଦ ରାଜ୍ୟରେ ଆଜି ଦୁଇଜଣ ଆକ୍ରାନ୍ତ ଆଖିବୁଜିଛନ୍ତି ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଖୋର୍ଦ୍ଧାରୁ ସର୍ବାଧିକ ୧୧୭ ଜଣ ଥିବାବେଳେ ଅନୁଗୋଳରୁ ୨, ବାଲେଶ୍ବର ଭଦ୍ରକରୁ ଜଣେ ଲେଖାଏଁ କଟକରୁ ୧୫, ଦେବଗଡରୁ ୨, ଗଞ୍ଜାମରୁ ୫, ଜଗତସିଂହପୁରରୁ ୨, ଯାଜପୁରରୁ ୪, ଝାରସୁଗୁଡାରୁ ୧, କେନ୍ଦ୍ରାପଡ଼ାରୁ ୩, କଳାହାଣ୍ଡିରୁ ୨, କୋରାପୁଟରୁ ୧, ମୟୂରଭଞ୍ଜରୁ ୭, ନୟାଗଡରୁ ୨, ପୁରୀରୁ ୩ , ରାୟଗଡାରୁ ୧, ସମ୍ବଲପୁରରୁ ୭, ସୁନ୍ଦରଗଡରୁ ୧୪ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଷ୍ଟେଟପୁଲ୍‌ ସଂଖ୍ୟା ୨୮ ଜଣ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୫୨ ହଜାର ୧୪୫ରେ ପହଞ୍ଚିଛି । ରାଜ୍ୟରେ ବର୍ତ୍ତମାନ ୧୯୨୫ଟି ସକ୍ରିୟ ମାମଲା ରହିଛି ।

ଆଜିର ଦୁଇ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କୋରୋନାଜନିତ ମୃତ୍ୟୁସଂଖ୍ୟା ୮ ହଜାର ୪୩୯ରେ ପହଞ୍ଚିଛି । ଖୋର୍ଦ୍ଧା ଓ କେନ୍ଦ୍ରାପଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି । ଖୋର୍ଦ୍ଧାରେ ମୋଟ ମୃତ୍ୟୁସଂଖ୍ୟା ୧୫୯୧ ଓ କେନ୍ଦ୍ରାପଡାରେ ୧୭୪ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ,ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.