ETV Bharat / city

Odisha Corona Report: ଦିନକରେ ୧୦ ପଜିଟିଭ ଚିହ୍ନଟ - ଓଡିଶା କୋରୋନା ସଂକ୍ରମଣ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦ କୋରୋନା ପଜିଟିଭ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୯୨୨ରେ ପହଞ୍ଚିଛି । ଅଧିକ ପଢନ୍ତୁ

Odisha Corona Report: ଦିନକରେ ୧୦ ପଜିଟିଭ ଚିହ୍ନଟ

author img

By

Published : Apr 17, 2022, 9:39 AM IST

ଭୁବନେଶ୍ବର: ରାଜ୍ୟରେ ତଳ ମୁହାଁ କୋରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୧୦ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୨ କିଶୋର କିଶୋରୀ ରହିଥିବା ବେଳେ ୭ କ୍ବାରେଣ୍ଟାଇନ ସେଣ୍ଟର ଓ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ବଲାଙ୍ଗୀରରୁ ୧, କେନ୍ଦ୍ରାପଡାରୁ ୩, ଖୋର୍ଦ୍ଧାରୁ ୨, ସମ୍ବଲପୁରରୁ ୪ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୯୨୨ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ ୧୦୫ ସକ୍ରିୟ ମାମଲା ରହିଛି । ନୂଆ ୧୯ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ୧୨ ଲକ୍ଷ ୭୮ ହଜାର ୬୪୧ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.