ETV Bharat / city

Odisha Corona Report: ଦିନକରେ 11 ପଜିଟିଭ ଚିହ୍ନଟ

author img

By

Published : Apr 22, 2022, 10:05 AM IST

ରାଜ୍ୟରେ ଗତ 24 ଘଣ୍ଟାରେ 11 କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ରାଜ୍ୟରେ 101 ସକ୍ରିୟ ମାମଲା ରହିଛି । ଅଧିକ ପଢନ୍ତୁ

Odisha Corona Report: ଦିନକରେ 11 ପଜିଟିଭ ଚିହ୍ନଟ
Odisha Corona Report: ଦିନକରେ 11 ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ତଳମୁହାଁ ରହିଛି କୋରୋନାର ଦୈନିକ ସଂକ୍ରମଣ । ଗତ 24 ଘଣ୍ଟାରେ 11 କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ 2 ଶିଶୁ ରହିଥିବା ବେଳେ 6 କ୍ବାରେଣ୍ଟାଇନ ସେଣ୍ଟର ଓ 5 ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ବଲାଙ୍ଗୀରରୁ 2, କଟକରୁ 2, କେନ୍ଦ୍ରାପଡାରୁ ୨, ଖୋର୍ଦ୍ଧାରୁ 2, ସମ୍ବଲପୁରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 12 ଲକ୍ଷ 87 ହଜାର 979ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ 101 ସକ୍ରିୟ ମାମଲା ରହିଛି । ନୂଆ 14 ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ 12 ଲକ୍ଷ 78 ହଜାର 701 ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା 31141929 କୋରୋନା ପରୀକ୍ଷା କରାଯାଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.