ETV Bharat / city

Odisha Corona Report: ଦିନକରେ 11 ପଜିଟିଭ ଚିହ୍ନଟ - ଓଡିଶା କୋରୋନା ସଂକ୍ରମଣ

ରାଜ୍ୟରେ ଗତ 24 ଘଣ୍ଟାରେ 11 କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ରାଜ୍ୟରେ 87 ସକ୍ରିୟ ମାମଲା ରହିଛି । ଅଧିକ ପଢନ୍ତୁ

Odisha Corona Report: ଦିନକରେ 11 ପଜିଟିଭ ଚିହ୍ନଟ

author img

By

Published : May 2, 2022, 9:27 AM IST

ଭୁବନେଶ୍ବର: ରାଜ୍ୟରେ ତଳମୁହାଁ ରହିଛି କୋରୋନାର ଦୈନିକ ସଂକ୍ରମଣ । ଗତ 24 ଘଣ୍ଟାରେ 11 କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ 6 ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳରୁ 1, ବଲାଙ୍ଗୀରରୁ 1, ଯାଜପୁରରୁ 1, କେନ୍ଦ୍ରାପଡାରୁ 2, ଖୋର୍ଦ୍ଧାରୁ 2, ରାୟଗଡାରୁ 2, ସମ୍ବଲପୁରରୁ 2 ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 12 ଲକ୍ଷ 88 ହଜାର 68ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ 87 ସକ୍ରିୟ ମାମଲା ରହିଛି । ନୂଆ 6 ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ 12 ଲକ୍ଷ 78 ହଜାର 802 ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା 31331692 କୋରୋନା ପରୀକ୍ଷା କରାଯାଇଛି ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.