ETV Bharat / city

Odisha Corona Report: ଦିନକରେ ୧୨୪ ନୂଆ ସଂକ୍ରମିତ - ଓଡିଶା କୋରୋନା ଦୈନିକ ସଂକ୍ରମଣ

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୨୪ କୋରୋନା ଆକ୍ରାନ୍ତ । ହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୫୩,୭୬୯ରେ ପହଞ୍ଚିଛି । ଅଧିକ ପଢନ୍ତୁ

Odisha Corona Report: ଦିନକରେ ୧୨୪ ନୂଆ ସଂକ୍ରମିତ

author img

By

Published : Dec 25, 2021, 10:29 AM IST

ଭୁବନେଶ୍ବର: ରାଜ୍ୟରେ କମୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୨୪ କୋରୋନା ଆକ୍ରାନ୍ତ । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୭ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ ରହିଥିବା ବେଳେ କ୍ବାରେଣ୍ଟାଇନ ସେଣ୍ଟରରୁ ୭୫ ଓ ୪୯ଟି ସ୍ଥାନୀୟ ସଂକ୍ରମଣ ମାମଲା ରହିଛି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୨ ବାଲେଶ୍ବରରୁ ୩, ବରଗଡରୁ ୬, ଭଦ୍ରକରୁ ୩, ବଲାଙ୍ଗୀରରୁ ୧, କଟକରୁ ୮, ଦେବଗଡରୁ ୨, ଗଜପତିରୁ ୩, ଯାଜପୁରରୁ ୪, ଝାରସୁଗୁଡାରୁ ୫, ଜଗତସିଂହପୁରରୁ ୧, କେନ୍ଦ୍ରାପଡାରୁ ୧, ମୟୂରଭଞ୍ଜରୁ ୨, ନୟାଗଡରୁ ୧, ନୂଆପଡାରୁ ୨, ପୁରୀରୁ ୨, ସମ୍ବଲପୁରରୁ ୨, ସୁନ୍ଦରଗଡରୁ୨ ଏବଂ ଷ୍ଟେଟପୁଲ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ରହିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୫୩,୭୬୯ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ ,ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.