ETV Bharat / city

Odisha Corona Report: ଦିନକରେ ୧୨ ପଜିଟିଭ ଚିହ୍ନଟ - ଓଡିଶାରେ କୋରୋନା ସଂକ୍ରମଣ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୮୫୪ରେ ପହଞ୍ଚିଛି । ଅଧିକ ପଢନ୍ତୁ

Odisha Corona Report: ଦିନକରେ ୧୨ ପଜିଟିଭ ଚିହ୍ନଟ

author img

By

Published : Apr 11, 2022, 10:33 AM IST

ଭୁବନେଶ୍ବର: ରାଜ୍ୟରେ ତଳ ମୁହାଁ କୋରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୧୨ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୪ କିଶୋର କିଶୋରୀ ରହିଥିବା ବେଳେ ୭ କ୍ବାରେଣ୍ଟାଇନ ସେଣ୍ଟର ଓ ୫ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଭଦ୍ରକରୁ ୧, ବଲାଙ୍ଗୀରରୁ ୫, କଟକ ୧, ଖୋର୍ଦ୍ଧାରୁ ୧, ସମ୍ବଲପୁରରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୮୫୪ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ ୧୪୪ ସକ୍ରିୟ ମାମଲା ରହିଛି । ନୂଆ ୨୦ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ୧୨ ଲକ୍ଷ ୭୮ ହଜାର ୫୩୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.