ETV Bharat / city

Odisha Corona Report: ଦିନକରେ ୧୩୮ ସଂକ୍ରମିତ ଚିହ୍ନଟ - ଓଡିଶାରେ କୋରୋନା ସଂକ୍ରମଣ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୩୮ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୫,୪୮୭ ରେ ପହଞ୍ଚିଛି । ଅଧିକ ପଢନ୍ତୁ

Odisha Corona Report: ଦିନକରେ ୧୩୮ ସଂକ୍ରମିତ ଚିହ୍ନଟ

author img

By

Published : Mar 3, 2022, 9:31 AM IST

ଭୁବନେଶ୍ବର: ରାଜ୍ୟରେ ତଳ ମୁହାଁ କୋରୋନାର ଦୈନିକ ସଂକ୍ରମଣ ସଂଖ୍ୟା । ଗତ ୨୪ ଘଣ୍ଟାରେ ୧୩୮ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୩୩ କିଶୋର କିଶୋରୀ ରହିଥିବା ବେଳେ ୭୮ କ୍ବାରେଣ୍ଟାଇନ ସେଣ୍ଟର ଓ ୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୭ଟି ମାମଲା ରହିଥିବା ବେଳେ ଅନୁଗୋଳରୁ ୪, ବାଲେଶ୍ବରରୁ ୬,ବାଲାଙ୍ଗୀରରୁ ୩, ବୌଦ୍ଧରୁ ୧, କଟକରୁ ୫, ଦେବଗଡରୁ ୫, ଗଜପତିରୁ ୧୮, ଗଞ୍ଜାମରୁ ୩, ଜଗତସିଂହପୁର ୧, ଯାଜପୁରରୁ ୩, ଝାରସୁଗୁଡାରୁ ୧୩, କେନ୍ଦ୍ରାପଡାରୁ ୪, କୋରାପୁଟରୁ ୩, ମୟୂରଭଞ୍ଜରୁ ୧୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି ନବରଙ୍ଗପୁରରୁ ୩, ନୟାଗଡରୁ ୧, ନୂଆପଡାରୁ ୧,ପୁରୀରୁ ୨, ସମ୍ବଲପୁରରୁ ୩୧, ସୁନ୍ଦରଗଡରୁ ୧୧, ଷ୍ଟେଟପୁଲରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୫,୪୮୭ ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.