ETV Bharat / city

Odisha Corona Report: ଦିନକରେ ୧୫୫ ନୂଆ ସଂକ୍ରମିତ

author img

By

Published : Dec 23, 2021, 10:12 AM IST

ଗତ ୨୪ ଘଣ୍ଟାରେ ଚିହ୍ନଟ ରାଜ୍ୟରେ ୧୫୫ କୋରୋନା ଆକ୍ରାନ୍ତ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୫୩,୫୦୪ରେ ପହଞ୍ଚିଛି ।

Odisha Corona Report: ଦିନକରେ ୧୫୫ ନୂଆ ସଂକ୍ରମିତ
Odisha Corona Report: ଦିନକରେ ୧୫୫ ନୂଆ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ କମୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୫୫ କୋରୋନା ଆକ୍ରାନ୍ତ । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୨ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ ରହିଥିବା ବେଳେ କ୍ବାରେଣ୍ଟାଇନ ସେଣ୍ଟରରୁ ୯୧ ଓ ୬୪ଟି ସ୍ଥାନୀୟ ସଂକ୍ରମଣ ମାମଲା ରହିଛି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୪ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୧, ବାଲେଶ୍ବରରୁ ୧, କଟକରୁ ୮, ଦେବଗଡରୁ ୭, ଢେଙ୍କାନାଳରୁ ୧, ଗଞ୍ଜାମରୁ ୪, ଝାରସୁଗୁଡାରୁ ୨, ଯାଜପୁରରୁ ୪, ଜଗତସିଂହପୁରରୁ ୪, କଳାହାଣ୍ଡିରୁ ୧, କେନ୍ଦ୍ରାପଡାରୁ ୨, ମୟୂରଭଞ୍ଜରୁ ୧, ପୁରୀରୁ ୧, ରାୟଗଡାରୁ ୧, ସମ୍ବଲପୁରରୁ ୧୦, ସୁନ୍ଦରଗଡରୁ ୩ ଏବଂ ଷ୍ଟେଟପୁଲ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ରହିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୫୩,୫୦୪ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.