ETV Bharat / city

Odisha Corona Report: ଦିନକରେ ୧୬ ପଜିଟିଭ ଚିହ୍ନଟ

author img

By

Published : Apr 19, 2022, 10:25 AM IST

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୬ କୋରୋନା ପଜିଟିଭ ଚିହ୍ନଟ । ଏହାକୁ ମିଶାଇ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୯୫୧ରେ ପହଞ୍ଚିଛି । ଅଧିକ ପଢନ୍ତୁ

Odisha Corona Report: ଦିନକରେ ୧୬ ପଜିଟିଭ ଚିହ୍ନଟ
Odisha Corona Report: ଦିନକରେ ୧୬ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ତଳ ମୁହାଁ କୋରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୧୬ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୩ କିଶୋର କିଶୋରୀ ରହିଥିବାବେଳେ ୧୦ କ୍ବାରେଣ୍ଟାଇନ ସେଣ୍ଟର ଓ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ବରରୁ୧, ବଲାଙ୍ଗୀରରୁ ୧, କେନ୍ଦ୍ରାପଡାରୁ ୩, ଖୋର୍ଦ୍ଧାରୁ 4, ରାୟଗଡାରୁ ୨, ସମ୍ବଲପୁରରୁ ୧, ସୁନ୍ଦରଗଡରୁ ୩ ଓ ଷ୍ଟେଟପୁଲରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୯୫୧ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ ୧୧୧ ସକ୍ରିୟ ମାମଲା ରହିଛି । ନୂଆ ୧୨ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ୧୨ ଲକ୍ଷ ୭୮ ହଜାର ୬୬୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.