ETV Bharat / city

Odisha Corona Report: ଦିନକରେ ୧୭୩ ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ

author img

By

Published : Dec 16, 2021, 10:47 AM IST

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୩ କୋରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଜଣେ କୋରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଅଧିକ ପଢନ୍ତୁ

Odisha Corona Report: ଦିନକରେ ୧୭୩ ଆକ୍ରାନ୍ତ ଚିହ୍ନଟ,ଜଣେ ମୃତ

ଭୁବନେଶ୍ବର: ରାଜ୍ୟରେ କମୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୩ କୋରୋନା ପଜିଟିଭ ଚିହ୍ନଟ (odisha corona cases) ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୬ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ ରହିଥିବା ବେଳେ କ୍ବାରେଣ୍ଟାଇନ ସେଣ୍ଟରରୁ ୯୮ ଓ ୭୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଆଜି ରାଜ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ଜଣେ କୋରୋନା ଆକ୍ରାନ୍ତଙ୍କର ମୃତ୍ୟୁ ମଧ୍ୟ ହୋଇଛି ।

ଖୋର୍ଦ୍ଧାରୁ ସର୍ବାଧିକ ୮୪ ଜଣ ଥିବାବେଳେ ଅନୁଗୋଳରୁ ୧, ବାଲେଶ୍ବରରୁ ୩, ଭଦ୍ରକରୁ ୨, ବୌଦ୍ଧରୁ ୧, କଟକରୁ ୧୨, ଦେବଗଡରୁ ୬, ଢେଙ୍କାନାଳରୁ ୪, ଗଜପତିରୁ ୩, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧, ଯାଜପୁରରୁ ୯, କଲାହାଣ୍ଡିରୁ ୩, ମୟୂରଭଞ୍ଜରୁ ୧, ପୁରୀରୁ ୧, ରାୟଗଡାରୁ ୪, ସମ୍ବଲପୁରରୁ ୧, ସୁନ୍ଦରଗଡରୁ ୧୫ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଷ୍ଟେଟପୁଲ୍‌ ସଂଖ୍ୟା ୨୦ ରହିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦, ୫୨,୩୧୮ରେ ପହଞ୍ଚିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୮ହଜାର ୪୪୦ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.