ETV Bharat / city

Odisha Corona Report: ଦିନକରେ ୧୮ ପଜିଟିଭ ଚିହ୍ନଟ

author img

By

Published : May 5, 2022, 9:42 AM IST

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୧୦୩ରେ ପହଞ୍ଚିଛି । ଅଧିକ ପଢନ୍ତୁ

Odisha Corona Report: ଦିନକରେ ୧୮ ପଜିଟିଭ ଚିହ୍ନଟ
Odisha Corona Report: ଦିନକରେ ୧୮ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ତଳ ମୁହାଁ କୋରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୧୮ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୧ ସଂକ୍ରମିତ କ୍ବାରେଣ୍ଟାଇନ ସେଣ୍ଟରର ହୋଇଥିବା ବେଳେ ୭ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ବରରୁ ୨, ବଲାଙ୍ଗୀରରୁ ୧, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୭, ନୂଆପଡାରୁ ୩, ସମ୍ବଲପୁରରୁ ୧ ଓ ଷ୍ଟେଟପୁଲରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୧୦୩ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ ୯୯ ସକ୍ରିୟ ମାମଲା ରହିଛି । ନୂଆ ୧୧ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ୧୨ ଲକ୍ଷ ୭୮ ହଜାର ୮୨୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.