ETV Bharat / city

Odisha Corona Report: ଦିନକରେ ୧୮୬ ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୬ କୋରୋନା ପଜିଟିଭ ଚିହ୍ନଟ (Odisha corona cases) ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦, ୫୩,୨୦ରେ ପହଞ୍ଚିଛି । ଅଧିକ ପଢନ୍ତୁ

author img

By

Published : Dec 20, 2021, 10:19 AM IST

Odisha Corona Report: ଦିନକରେ ୧୮୬ ଆକ୍ରାନ୍ତ ଚିହ୍ନଟ
Odisha Corona Report: ଦିନକରେ ୧୮୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କମୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୬ କୋରୋନା ପଜିଟିଭ ଚିହ୍ନଟ (Odisha corona cases) ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୯ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ ରହିଥିବା ବେଳେ କ୍ବାରେଣ୍ଟାଇନ ସେଣ୍ଟରରୁ ୧୦୯ ଓ ୭୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯୪ ଜଣ ଥିବାବେଳେ ଅନୁଗୋଳରୁ ୩, ବାଲେଶ୍ବରରୁ ୧, ବରଗଡରୁ ୧, ଭଦ୍ରକରୁ ୩, କଟକରୁ ୧୮, ଦେବଗଡରୁ ୫, ଗଜପତିରୁ ୨, ଜଗତସିଂହପୁରରୁ ୩, ଯାଜପୁରରୁ ୨, ଝାରସୁଗୁଡାରୁ ୨, କେନ୍ଦ୍ରାପଡାରୁ ୧, ମୟୂରଭଞ୍ଜରୁ ୫, ନୟାଗଡରୁ ୨, ପୁରୀରୁ ୨, ରାୟଗଡାରୁ ୩ ସମ୍ବଲପୁରରୁ ୮, ସୁନ୍ଦରଗଡରୁ ୭ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ଷ୍ଟେଟପୁଲରୁ ୨୩ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦, ୫୩,୨୦ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.