ETV Bharat / city

Odisha Corona Report: ଦିନକରେ ଚିହ୍ନଟ ହେଲେ ୧୯୫ ଆକ୍ରାନ୍ତ - ଓଡିଶା କୋରୋନା ଅପଡେଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୫ କୋରୋନା ପଜିଟିଭ ଚିହ୍ନଟ ( odisha corona cases) ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦,୫୦,୯୫୫ରେ ପହଞ୍ଚିଛି । ଅଧିକ ପଢନ୍ତୁ

Odisha Corona Report: ଦିନକରେ ଚିହ୍ନଟ ହେଲେ ୧୯୫ ଆକ୍ରାନ୍ତ

author img

By

Published : Dec 9, 2021, 9:52 AM IST

ଭୁବନେଶ୍ବର: ରାଜ୍ୟରେ କମୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୫ କୋରୋନା ପଜିଟିଭ ଚିହ୍ନଟ (odisha corona cases) ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ ରହିଥିବା ବେଳେ କ୍ବାରେଣ୍ଟାଇନ ସେଣ୍ଟରରୁ ୧୧୫ ଓ ୮୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଖୋର୍ଦ୍ଧାରୁ ସର୍ବାଧିକ ୯୯ ଜଣ ଥିବାବେଳେ ଅନୁଗୋଳରୁ୨, ବାଲେଶ୍ବରରୁ ୨, ବରଗଡରୁ ୧, ବଲାଙ୍ଗୀରରୁ ୧, କଟକରୁ ୧୧, ଢେଙ୍କାନାଳରୁ ୫, ଗଜପତିରୁ ୧, ଯାଜପୁରରୁ ୫, ଝାରସୁଗୁଡାରୁ ୨, କେନ୍ଦ୍ରାପଡ଼ାରୁ ୨, ମୟୂରଭଞ୍ଜରୁ ୧୩, ନୟାଗଡରୁ ୨, ପୁରୀରୁ ୪, ରାୟଗଡାରୁ ୧, ସମ୍ବଲପୁରରୁ ୮, ସୋନପୁରରୁ ୧, ସୁନ୍ଦରଗଡରୁ ୧୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଷ୍ଟେଟପୁଲ୍‌ ସଂଖ୍ୟା ୨୩ ରହିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦, ୫୦,୯୫୫ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.