ETV Bharat / city

Odisha Corona Death Report: କିଲର କୋରୋନା, ପୁଣି ନେଲା ୨୧ ଜୀବନ - ଦୈନିକ କୋରୋନା ଜନିତ ମୃତ୍ୟୁ ରିପୋର୍ଟ

ରାଜ୍ୟରେ ଉପରମୁହାଁ ରହିଛି କୋରୋନା ଜନିତ ମୃତ୍ୟୁସଂଖ୍ୟା । ରିପୋର୍ଟ ଅନୁସାରେ ଆଜି(ଗୁରୁବାର) ରାଜ୍ୟରେ ଆଉ ୨୧ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ଅଧିକ ପଢନ୍ତୁ

କିଲର କୋରୋନା, ଦିନକରେ ନେଲା ୨୧ ଜୀବନ
କିଲର କୋରୋନା, ଦିନକରେ ନେଲା ୨୧ ଜୀବନ
author img

By

Published : Feb 10, 2022, 9:58 AM IST

ଭୁବନେଶ୍ବର: ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା କମୁଛି ହେଲେ ଉପରମୁହାଁ ରହିଛି କୋରୋନା ଜନିତ ମୃତ୍ୟୁସଂଖ୍ୟା । ଲଗାତାର ଦିନକୁ ଦିନ ବଢି ଚାଲିିଛି କୋରୋନା ଜନିତ ମୃତ୍ୟୁସଂଖ୍ୟା । ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜି (ଗୁରୁବାର) ରାଜ୍ୟରେ ଆଉ ୨୧ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୮୧୮କୁ ବୃଦ୍ଧି ହୋଇଛି ।

  • 2.A 72 years old Male of Bhadrak District who was also suffering from Hypertension.

    3.A 76 years old Male of Bhadrak District who was also suffering from Hypertension, Chronic Obstructive Pulmonary Disease.

    — H & FW Dept Odisha (@HFWOdisha) February 10, 2022 " class="align-text-top noRightClick twitterSection" data=" ">

ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ ରହିଥିବା ବେଳେ ଭଦ୍ରକ, ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି କନ୍ଧମାଳ, ବାଲେଶ୍ୱର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି ।

ପ୍ରକାଶ ଥାଉ କି, ରାଜ୍ୟରେ ୨୪ ଘଣ୍ଟାରେ ୧ ହଜାର ୪୮୦ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୨ଲକ୍ଷ ୭୩ ହଜାର ୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୨୮୨୨୫୬୦୨ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏଥି ମଧ୍ୟରୁ ୧୫୯୮୦ଟି ସକ୍ରିୟ ମାମଲା ରହିଛି । କିଛି ଦିନ ହେବ ପଜିଟିଭ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ବଢିବାରେ ଲାଗିଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.